ପୋଲିସ ପରିଚୟ ଦେଇ ମହିଳାଙ୍କ ମଙ୍ଗଳସୂତ୍ର ଲୁଟ୍
ବ୍ରହ୍ମପୁର ଅଫିସ,୨ା୮-ନକଲି ପୋଲିସ ବେଶରେ ଲୁଟେରାମାନେ ବିଶେଷକରି ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସୁନାଗହଣା ଓ ଟଙ୍କା ଲୁଟ୍ କରୁଛନ୍ତି। ଏବେ ସେହି ଲୁଟେରାମାନଙ୍କୁ ପୋଲିସ ଧରି ପାରୁନାହିଁ। ନକଲି ପୋଲିସ ଏବେ ଅସଲିଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି। ଗୁରୁବାର…
ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ୧୩ ଗିରଫ
ବାଲିଆପାଳ,୧।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୭ଦିନ ପୂରିଲାଣି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଢାବା ମାଲିକ ସାହାବୁଦ୍ଦିନ ସାହାଙ୍କ ଟେର୍ ପାଇପାରିନି ପୋଲିସ। ଅନ୍ୟପକ୍ଷରେ ବାଲିଆପାଳ ଆଇଆଇସି ପ୍ରଭୁ…
ପଞ୍ଚାୟତ ଅଫିସ୍ ତାଲା ଭାଙ୍ଗି ଚୋରି
ସଜନାଗଡ଼, ୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଫିସ୍ରୁ ବୁଧବାର ରାତ୍ରିରେ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ସରପଞ୍ଚଙ୍କ ଅଫିସ୍ କବାଟ ତାଲା ଭାଙ୍ଗି ଭିତରକୁ ପଶି ଥିଲେ। ଅଫିସ୍ ଭିତରେ ଥିବା ୨ଟି ଆଲମିରାର…
ପଥରରେ ଛେଚି ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
କପ୍ତିପଦା,୧ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ କୁଳିଅଳମ ପଞ୍ଚାୟତ ନଛିପୁର ଗ୍ରାମରେ ଜଣେ ଯୁବକ ସେହି ଗ୍ରାମର ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ସୁରସେନ ଦାସ ା ଏସଂକ୍ରାନ୍ତରେ ପୋଲିସ…
ପଥରରେ ଛେଚି ଯୁବକଙ୍କୁ ହତ୍ୟା କରିବା ଘଟଣା: ୩ ଅଭିଯୁକ୍ତ ଗିରଫ
ସୁନ୍ଦରଗଡ଼,୩୧।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲୋସିହିରିଆ ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଗତ ଏପ୍ରିଲ ୧୪ତାରିଖରେ ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା। ଏହି ଘଟଣାରେ ବୁଧବାର ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ…
ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍, ବ୍ରେସଲେଟ୍ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି…
ପୂର୍ବତନ ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍ଦଣ୍ଡ
ବାରିପଦା ଅଫିସ,୩୦ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ସ୍ପେଶାଲ ଜଜ (ଭିଜିଲାନ୍ସ) ବେଣୁଧର ପାତ୍ର ମଙ୍ଗଳବାର ଏକ ଲାଞ୍ଚ ମାମଲାର ବିଚାର କରି ଦୋଷୀଙ୍କୁ ୩ ବର୍ଷ ଜେଲ୍ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ଆଦେଶ ଦେଇଛନ୍ତି।…
୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ
ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍ପି ଉମେଶ ଚନ୍ଦ୍ର…
ଯାଜପୁର ରୋଡ୍ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ
ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଭଟିଆ…
୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ
ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା ହରିଣ ମାଂସ ଓ ଚମଡ଼ା ଜବତ କରାଯାଇଥିବା ସାତକୋଶିଆ ଡିଏଫ୍ଓ ରାମାସ୍ବାମୀ ସୂଚନା ଦେଇଛନ୍ତି।…
ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ
କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ ପୁଣି ଜଣେ ମହିଳା ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ହତ୍ୟାକାଣ୍ଡ ଭଳି ମହିଳାଙ୍କ ବେକକୁ…
୧୧ ଡ୍ୟାନ୍ସ ବାର୍ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ
ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍ ଉପରେ ହଠାତ୍ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍ରେ ଥିବା ୧୧ ଡ୍ୟାନ୍ସ ବାରରେ ଚଢାଉ କରି ୯୬ ଜଣ ଯୁବତୀଙ୍କୁ ଉଦ୍ଧାର କରିଥିଲା। ତେବେ ସବୁଠାରୁ…
Archives


