ଅପରାଧ

ଡକାୟତି ଉଦ୍ୟମ ପଣ୍ଡ, ୩ ଅଣଓଡିଆ ଯୁବକ ଗିରଫ

ସୋନପୁର,୨୭।୮(ନି.ପ୍ର.): ଡକାୟତି ଉଦ୍ୟମ କରୁଥିବା ଏକ ଗ୍ୟାଙ୍ଗକୁ ଧରିଛି ସୋନପୁର ଟାଉନ ପୋଲିସ। ଏହି ଡକାୟତ ଗ୍ୟାଙ୍ଗର ୩ ଜଣ ଧରା ପଡିଥିବା ବେଳେ ଅନ୍ୟ ୨ଜଣ ଫେରାର ହୋଇଯାଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ମଙ୍ଗଳବାର ଗିରଫ ୩…

ଚୋରା ଦେଶୀ ମଦ ସହ ବାଇକ ଜବତ, ୨ ଗିରଫ

ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଅଜୟ ଘିଓ୍ବାଲା…

ନାବାଳିକାକୁ ଅପହରଣ, ଜଣେ ଗିରଫ

ଜଗନ୍ନାଥପ୍ରସାଦ,୨୭ା୮(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ଅପହରଣ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୨୯/୧୯ରେ ଏକ ମାମଲା ରୁଜୁ କରି ଭଞ୍ଜନଗରର ଚିତ୍ତରଞ୍ଜନ ପ୍ରଧାନଙ୍କୁ ଗିରଫପରେ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ନାବାଳିକାଙ୍କ ବାପା…

ବସ୍ତା ଅଞ୍ଚଳରେ ଲୋକଙ୍କ ନିଦ ହଜାଇ ଦେଇଥିଲା ଦୌରାତ୍ମ୍ୟ, ଧରାପଡିଲେ ୪ ଲୁଟେରା

ବସ୍ତା, ୨୭।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ ଲୋକଙ୍କ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ୪ ବାଇକ୍‌ ଲୁଟେରାଙ୍କୁ କାବୁ କରିବାରେ ସକ୍ଷମ ହୋଇଛି। ସେମାନଙ୍କଠାରୁ ୪ଟି ବାଇକ୍‌ ଜବତ ହୋଇଥିବା ବସ୍ତା ପୋଲିସ ଆଇଆଇସି ଧନେଶ୍ୱର ସାହୁ…

ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ମାମଲାର ସମାଧାନ ପାଇଁ ସେ ଦିବ୍ୟାଙ୍ଗ…

ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍‌ ଚୋରି ହୋଇଛି। ଏ ନେଇ ସୋମବାର ଟାଉନ ଥାନାରେ ଦୋକାନ ମାଲିକ ଭାଗବତ ପ୍ରଧାନ(୩୫) ଅଭିଯୋଗ…

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି ମାରିଦେବା ପରେ କଟୁରିରେ ମୁଣ୍ଡଗଣ୍ଡି ଅଲଗା କରି କଟାମୁଣ୍ଡ ଧରି ଅସ୍ତରଙ୍ଗ ଥାନାରେ…

ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି

ନିରାକାରପୁର, ୨୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର ମୁକୁଟକୁ…

ବନବିଭାଗ ପକ୍ଷରୁ ଚଢ଼ାଉ: ଶାଳକାଠ ବୋଝେଇ ଅଟୋରିକ୍ସା ଜବତ, ଚାଳକ ଫେରାର

କେନ୍ଦୁଝର, ୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ବନ ଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ଗ୍ରାମ ମେଡିକାଲ ନିକଟରୁ ରବିବାର ରାତିରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବିଟ ହାଉସ ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଶାଳ କାଠ…

ପୁଣି ଲୁଟେରା ମାତିଲେ : ପିସ୍ତଲ ଦେଖାଇ ଟଙ୍କା, ମୋବାଇଲ ଲୁଟି ନେଲେ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : କମିଶନରେଟ୍‌ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ ପୁଣି ଲୁଟେରା ମାତିଛନ୍ତି। ପାତ୍ରପଡା ଅଞ୍ଚଳରେ ଥିବା ଦୋକାନରେ ପଶି ମୁଣ୍ଡରେ ପିସ୍ତଲ ଲଗାଇ ଟଙ୍କା ଓ ମୋବାଇଲ ଲୁଟ୍‌ କରିବା ଘଟଣା ଆତଙ୍କ ଖେଳାଇ ଦେଇଛି। ସିସିଟିଭିରେ କଏଦ ସମ୍ପୂର୍ଣ୍ଣ…

ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ

ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍‌ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ ୪ଜଣ…

ପୁଣି ଡ୍ୟାନ୍ସ ବାର୍‌ରୁ ୫ ଯୁବତୀ ଉଦ୍ଧାର

କଟକ ରୋଡ୍‌,୨୫।୮(ଡି.ଏନ.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଏକ ଡ୍ୟାନ୍ସ ବାର୍‌ରୁ ୫ ଯୁବତୀଙ୍କୁ ଶନିବାର ରାତିରେ ପୋଲିସ ଉଦ୍ଧାର କରିଛି। ସେମାନେ ସମସ୍ତେ ଓଡ଼ିଶାର ହୋଇଥିବାବେଳେ ପୋଲିସ ସେମାନଙ୍କ ପରିଚୟପତ୍ର ଯାଞ୍ଚ ପରେ ଛାଡ଼ି ଦେଇଛି। ଗତ ଜୁଲାଇ ୨୬ରେ ଲକ୍ଷ୍ମୀସାଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri