ଅପରାଧ

ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା ନ…

ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା ଓ…

କଟକରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସର ତଦନ୍ତ, ସନ୍ଦେହ ଘେରରେ ଘର ବାହାରେ ଥିବା ଜୋତା

କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି। ଘରେ ପଡ଼ିଥିବା ରକ୍ତଛିଟାରୁ ରକ୍ତନମୂନା ସଂଗ୍ରହ କରାଯିବା ସହ ଦମ୍ପତି ବ୍ୟବହାର କରୁଥିବା…

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ ଗଛ…

ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ତୁଳସୀପୁରରେ ଥିବା ସରକାରୀ କ୍ୱାର୍ଟର୍ସ, ବିଡାନାସୀ…

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର

ତିହିଡ଼ି,୧୧।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ହେଲେ ତିହିଡ଼ି ଥାନା…

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ ଟାଟା ଏସିଇ (ନଂ. ଓଡି୧୯ପି-୩୪୭୮) ଜବତ କରିଛନ୍ତି। ଆଠମଲ୍ଲିକ ଥାନା ପତକାଆଡୁ ଆଠମଲ୍ଲିକ ଅଭିମୁଖେ…

ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା

ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ ଜଣକ…

ଚଞ୍ଚକତା କରି ବ୍ୟାଙ୍କରୁ ଟଙ୍କା ଉଠାଣ: ଠକ ଇଞ୍ଜିନିୟର ଯୁବକ ଗିରଫ; ୫ ମୋବାଇଲ, ୩ ଫିଙ୍ଗର ପ୍ରିଣ୍ଟ ମେଶିିନ ସମେତ ବିଭିନ୍ନ ସାମଗ୍ରୀ ଜବତ

ବାସୁଦେବପୁର, ୧୦ା୧୨(ଡି.ଏନ୍‌.ଏ.)- ଆଧୁନିକ ପ୍ରଯୁକ୍ତି କୌଶଳ ଜରିଆରେ ଜାଲିଆତି ଓ ଚଞ୍ଚକତା କରି ଭଦ୍ରକ ଓ କଟକର ଦୁଇ ବ୍ୟାଙ୍କରୁ ୧.୭୫ ଲକ୍ଷ ଟଙ୍କା ଉଠାଇ ନେବା ଘଟଣାରେ ପୋଲିସ ତଦନ୍ତ କରି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୁଆଗଡ଼ିଆ ଗ୍ରାମର…

ଲୁହାପଥର ବୋଝେଇ ୬ ଡମ୍ପର ଜବତ ଘଟଣା:ଡମ୍ପର ମାଲିକ ଗିରଫ

ବଡବିଲ, ୧୦।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ଗତ ନଭେମ୍ବର ୨୬ ତାରିଖରେ ରାଜ୍ୟ ସୀମାନ୍ତ ନାଲଦାରୁ ଲୁହାପଥର ବୋଝେଇ ୬ଟି ଡମ୍ପର ଜବତ କରିବା ଘଟଣାର ତଦନ୍ତକୁ ଜୋରଦାର କରିଛି। ଏହି ଘଟଣାରେ ପୋଲିସ ମଙ୍ଗଳବାର ପିଏଚଡି ଅଞ୍ଚଳର…

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୧. ୪୦ ଲକ୍ଷ ଲୁଟ୍‌

ବାହାନଗା, ୧୦ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଭଣା ପଞ୍ଚାୟତସ୍ଥିତ କୋଷ୍ଟ କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନ ସମୟରେ ଦୁର୍ବୃତ୍ତମାନେ ଏକ ଘରୋଇ ଅର୍ଥଲଗାଣ ସଂସ୍ଥା (ଫାଇନାନ୍ସ କମ୍ପାନୀ)ର କର୍ମଚାରୀଙ୍କଠାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ…

ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?