ଅପରାଧ

ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ଟାଉନ ଥାନା ଅନ୍ତର୍ଗତ ଜଇପୁରା ଗ୍ରାମର ସେକ୍‌ ମେହେତାବ ଗୁରୁତର ହୋଇ କଟକ ବଡ…

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁ ଆହତ

ଆସିକା,୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଚାରିମଇଲି ନିକଟରେ ସୋମବାର ଭୋର ସମୟରେ ଆସିକା ପୋଲିସ ପକ୍ଷରୁ ହୋଇଥିବା ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁଚରଣ ସ୍ବାଇଁ (୨୯) ଗୁରୁତର ହୋଇଛନ୍ତି। ତାଙ୍କ ବାମଗୋଡ଼ର ପଛପଟ ଆଣ୍ଠୁ ଉପରକୁ ଗୁଳି ମାଡ଼…

ଛୁରାମାଡ଼ କରି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ ୨ଜଣ ଫେରାର ଅଛନ୍ତି। ସେ ହେଲେ ଅଶୋକ ନଗର ଅଞ୍ଚଳର ରାକେଶ ବେହେରା। ସୂଚନା…

ଡକାୟତି ଯୋଜନା : ୨ ଗିରଫ

ପୁରୁଣା ଭୁବନେଶ୍ୱର,୫ା୮(ଡି.ଏନ୍‌.ଏ.): ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସ୍ଥାନୀୟ ହରଚଣ୍ଡୀ ସାହିର ଚନ୍ଦନ କୁମାର ମହାପାତ୍ର ଓରଫ ବାପୁନି, ଏୟାରପୋର୍ଟ ଥାନା ଗଙ୍ଗନଗର…

ବଦନାମରୁ ମୁକୁଳିବାକୁ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି ଅପରାଧ। ସକାଳୁ ରାତି ମାତୁଛନ୍ତି ଅପରାଧୀ। କମିଶନରେଟ ପୋଲିସର ନିଷ୍କ୍ରିୟତାର ସୁଯୋଗ ନେଇ ଗତ କିଛିଦିନ ହେବ ସହରରେ ବଡ଼ ବଡ଼ ଅପରାଧୀ ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛନ୍ତି। ସହରବାସୀ ରାସ୍ତାକୁ ଓହ୍ଲାଇବା ପରେ ବଦନାମ ଛିଟା…

ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍‌କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର କରିିଛି। ଶନିବାର ଭୋର୍‌ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…

ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ

ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଭୁବନେଶ୍ୱରରୁ ଶୁଭେନ୍ଦୁ ମହାପାତ୍ର ପରିବାର ସହ…

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର ଜିଲା ଖଇରା ଥାନା କଡ଼ମିଆଁ ଗ୍ରାମର ବୁଧିରାମ ରାଉତ (୬୦), ମୃଦୁଲତା ରାଉତ (୪୫),…

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ…

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଆର୍‌…

ଅଭିଯୁକ୍ତଙ୍କ ଗିରଫ ଦାବିରେ ଗର୍ଭବତୀ ନାବାଳିକାଙ୍କ ଧାରଣା

ଅଫିସ, ୩।୮: ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳରେ ଗତ ଦୁଇ ମାସ ପୂର୍ବେ ଜନୈକ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ସମ୍ପୃକ୍ତା ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ପୀଡ଼ିତାଙ୍କ…

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri