ଅପରାଧ

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ ଉକ୍ତ…

ବୃଦ୍ଧଙ୍କଠାରୁ ୫୦ ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ

ହାଟିଡିହି,୬।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଞ୍ଚୋ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ଶୁକ୍ରବାର ଅପରାହ୍ନରେ ଜଣେ ବୃଦ୍ଧ ୫୦ ହଜାର ଟଙ୍କା ଉଠାଣ କରି ଆସୁଥିବାବେଳେ ଲୁଟେରାମାନେ ଛଡ଼ାଇ ନେଇଛନ୍ତି। ସୂଚନାଯୋଗ୍ୟ, ସୋସୋ ଥାନା ଅନ୍ତର୍ଗତ ମଙ୍ଗୁଳୁ ନାହାକ (୬୫)…

ସୁନା ଚେନ୍‌ ଲୁଟେରା ସକ୍ରିୟ: ଗୋଟିଏ ଦିନରେ ଝାମ୍ପିନେଲେ ୨ ସୁନା ଚେନ୍‌

ରାୟଗଡ଼ା ଅଫିସ,୬।୧୨: ରାୟଗଡ଼ା ସହରରେ ସୁନା ଚେନ୍‌ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗୋଟିଏ ଦିନରେ ୨ଟି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ଇନ୍ଦ୍ରାନଗର ୫ମ ଗଳିରେ ବୁଲୁବାଳା ବେହେରା (୫୮) ଘର ସାମ୍ନାରେ ଫୁଲ ତୋଳୁଥିବା ସମୟରେ…

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସୂଚନାଯୋଗ୍ୟ,…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲା ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏକକାଳୀନ…

ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ଖଣ୍ଡଗିରି ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳର ବଳାତ୍କାର ପୀଡ଼ିତାଙ୍କୁ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଗୁରୁବାର ଭେଟିଛନ୍ତି। ପ୍ରଥମେ ଖଣ୍ଡଗିରି ଥାନାରେ ପହଞ୍ଚିବା ପରେ ପୀଡ଼ିତାଙ୍କ ଘରକୁ ଯାଇ ତଥ୍ୟ ସଂଗ୍ରହ କରିବା ସହ ବିଭିନ୍ନ ବିଷୟ ଅନୁଧ୍ୟାନ କରିଥିବା ଜଣାପଡ଼ିଛି।…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ ତାଙ୍କ ବାସଭବନ, ପାଟଣା ବାରଟାଣିସ୍ଥିତ ପୈତୃକ ବାସଭବନ ଓ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡ଼ା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଏସ୍‌ସିବି ମେଡିକାଲର ବରିଷ୍ଠ ଷ୍ଟେନୋଗ୍ରାଫରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ ଅଫିସ,୪।୧୨: କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ ଷ୍ଟେନୋଗ୍ରାଫର ପ୍ରମୋଦ କୁମାର ବସନ୍ତରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର କଟକସ୍ଥିତ ବାସଘର ସମେତ…

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ ଯୁବକଙ୍କୁ ଅଟକ ରଖାଯାଇଛି। ଭବାନୀପାଟଣାର ନକଟିଗୁଡା…

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବେଲପଡ଼ା ଅଞ୍ଚଳରୁ ୨୦୦୦ ବୋତଲ କଫ୍‌ ସିରପ୍‌ ଜବତ କରାଯାଇଛି। ଘଟଣାରେ ୨…

ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ୧୦ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?