ଅପରାଧ

୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ କୋର୍ଟ ଚାଲାଣ

କୋରେଇ,୯ା୭(ସ୍ବ.ପ୍ର)- ପାଣିକୋଇଲି ପୋଲିସ ୧ କୁଇଣ୍ଟାଲ ୭ ଶହ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ମଙ୍ଗଳବାର ୨ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଏଥିସହ ସେମାନେ ବ୍ୟବହାର କରୁଥିବା କାର୍‌ (ନଂ. ଡବ୍ଲ୍ୟୁବି୦୬-ଏଫ-୯୯୯୧), ୩ ମୋବାଇଲ, ନଗଦ ୭ ହଜାର…

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ ପଶ୍ଚିମବଙ୍ଗ ନାଦିଆ ଜିଲାର ସମ୍‌ପା ଦାସ, ମୁର୍ସିଦାବାଦର ରାଜକୁମାର ଏବଂ ବର୍ଦ୍ଧମାନର କୁସ୍‌ଦିରାମ। ପୋଲିସ…

ଖୋର୍ଦ୍ଧା ଅଞ୍ଚଳରେ ପଥର ଚୋରା ଚାଲାଣ ଅଭିଯୁକ୍ତ ନିତୁ ମାନସିଂ ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ): ଖୋର୍ଦ୍ଧାରେ ଖଣି ମାଫିଆଙ୍କ ରାଜୁତି ଚାଲିଛି। ସେଠାକାର ପଥର ଖାଦାନଗୁଡ଼ିକ ଉପରେ ସେମାନଙ୍କ ଲୋଲୁପ ନଜର ପଡ଼ିଛି। ରାତାରାତି କୋଟି କୋଟି ଟଙ୍କା ରୋଜଗାର କରିବା ଲକ୍ଷ୍ୟରେ ସେମାନେ ଖଣିରୁ ପଥର ଖୋଳି ଚୋରା ଚାଲାଣ କରୁଛନ୍ତି। ଏ କଥା…

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା:ଜେଲ ଗଲେ ଦିଅର

ଦିଗପହଣ୍ଡି,୮ା୭(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟ୍ଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ମେ ୧୭ ରାତି ପ୍ରାୟ ୮ଟାରେ ଅକ୍ଷୟ ତାଙ୍କ ଭାଉଜଙ୍କୁ ଘରେ ପଶି ଅସଦାଚରଣ କରିବା ସହ ମାଡ଼…

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଲଙ୍କାଗୁଣ୍ଡ ପକାଇ ୧ ଲକ୍ଷ ୬୬ ହଜାର ଟଙ୍କା ଲୁଟି ନେଇଥିବା…

ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ପୋଲିସ ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ଗୀତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୁକ୍ତ…

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା: ଅଭିଯୁକ୍ତ ଗିରଫ

ଦିଗପହଣ୍ଡି, ୮।୭(ବ୍ୟୁରୋ): ଭାଉଜଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଘଟଣାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟୁଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଗତ ମେ ୧୭ ତାରିଖ…

ମୟୂରଭଞ୍ଜ ଏମ୍‌ପିଙ୍କୁ ରଥ କର୍ଡନକୁ ନ ଛାଡ଼ିବା ଘଟଣା : ଭିଡିଓ ଭାଇରାଲ୍‌, ତଦନ୍ତ କରିବେ ଏସ୍‌ପି

ବାରିପଦା ଅଫିସ,୮।୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଘନ ଘନ ବୈଠକ କରାଯାଇଥିଲା। ମାତ୍ର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ରଥଯାତ୍ରା ଅବ୍ୟବସ୍ଥା…

୧୦ ମାସରେ ଜବତ ହୋଇଛି ୧୦ ମୃତଦେହ : ମୃତକଙ୍କ ପରିଚୟ ପାଉନି ପୋଲିସ

କଟକ ଅଫିସ,୮।୭ : ଗତ ୧୦ ମାସ ମଧ୍ୟରେ କଟକରେ ୧୦ରୁ ଊର୍ଦ୍ଧ୍ୱ ମୃତଦେହ ଜବତ କରିଛି ପୋଲିସ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ହତ୍ୟା କରି ପକାଇ ଦେଇଥିବା ସନ୍ଦେହ କରାଯାଉଛି। ହେଲେ ଏହି ସବୁ ଘଟଣାରେ ଅଭିଯୁକ୍ତଙ୍କୁ ଧରିବା…

ସିନ୍ଦୂର ପିନ୍ଧାଇ ବଳାତ୍କାର କରିବା ଘଟଣାର ଭିନ୍ନମୋଡ଼ : ଟଙ୍କା ପାଇଁ ବ୍ଲାକ୍‌ମେଲ୍‌ କରୁଛନ୍ତି ଯୁବତୀ

ଭୁୁବନେଶ୍ୱର,୮।୭(ବ୍ୟୁରୋ) : ଜଣେ ଯୁବତୀଙ୍କୁ ମଥାରେ ସିନ୍ଦୂର ଦେଇ ବଳାତ୍କାର ହୋଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବାବେଳେ ଏବେ ଏହି ଘଟଣା ଭିନ୍ନମୋଡ଼ ନେଇଛି। ଯୁବତୀ ଜଣକ ତାଙ୍କୁ…

ଶ୍ରୀମନ୍ଦିରରେ ଭକ୍ତଙ୍କଠାରୁ ଚୋରି, ୪ଗିରଫ

ପୁରୀ ଅଫିସ,୮।୭ : ଶ୍ରୀମନ୍ଦିରରେ ଭକ୍ତଙ୍କ ଠାରୁ ଚୋରି ଅଭିଯୋଗରେ ସିଂହଦ୍ୱାର ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲେଶ୍ୱରର ସତ୍ୟାନନ୍ଦ ଲେଙ୍କା(୪୫), ନୟାଗଡର ଇଟାମାଟିର ଆଲୋକ କୁମାର ମଲ୍ଲିକ(୨୦), ପଶ୍ଚିମବଙ୍ଗ ଉତ୍ତର ଚବିଶ ପ୍ରଗଣାର…

ଜେଲ ଗଲେ ୪ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର/ଜଟଣୀ/ଯାଁଳା, ୮।୭(ବ୍ୟୁରୋ/ଡି.ଏନ୍‌.ଏ.) : ଇଞ୍ଜିନିୟରିଂ ପାଠ ପଢି ହାଇଟେକ ଉପାୟରେ ଲୁଟ କରୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ଜଟଣୀ ଥାନା ପୋଲିସ। ସେମାନଙ୍କ ନିକଟରୁ କଟୁରି, ଭୁଜାଲି, ଦୁଇଟି ବାଇକ, ୫ଟି ମୋବାଇଲ୍‌ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri