ଟ୍ୟୁସନ ଯାଉଥିବା ଛାତ୍ରୀଙ୍କୁ ଟଣାଓଟରା ଅଭିଯୋଗ: ୨ ଗିରଫ
ଧାମନଗର ୩।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ନସଲାପୁର ପ୍ରାଥମିକ ବିଦ୍ୟାଳୟ ନିକଟରେ ଟ୍ୟୁସନ ଯାଉଥିବା ଜଣେ ଛାତ୍ରୀଙ୍କୁ ଗତ ୧ ତାରିଖରେ ଦୁଇଜଣ ଯୁବକ ଅଶ୍ଳିଳ ଇଂଗିତ କରିବା ସହିତ ଟଣାଓଟରା କରିଥିବା ନେଇ ଧୂଷୁରୀ…
ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ…
ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ
ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…
ଲାଞ୍ଚ ନେଇ ଧରାପଡ଼ିଲେ ବରିଷ୍ଠ କିରାଣି
ଢେଙ୍କାନାଳ ଅଫିସ,୨।୧୨: ଢେଙ୍କାନାଳ ଜିଲା ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅକ୍ଷୟ କୁମାର ସାହୁ ସୋମବାର ଲାଞ୍ଚ ନେଉଥିବା ବେଳେ ଢେଙ୍କାନାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ପଟ୍ଟା କିସମର ନକଲ ଦେବା ଲାଗି ଭୁବନ ଅରଖପାଳ ଗ୍ରାମର ବାବୁଲି ସାହୁଙ୍କଠାରୁ…
ଭିଜିଲାନ୍ସ ଜାଲରେ କିରାଣି
ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ବଅଁରପାଳ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି ବିଜୟ କୁମାର ମହାପାତ୍ର ଲାଞ୍ଚନେଉଥିବା ବେଳେ ସୋମବାର ଅନୁଗୋଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଜୟ ନିଶା ଥାନା ଅନ୍ତର୍ଗତ ତୁବେ ଆରଆଇ ଅଧୀନରେ ଥିବା ପଥୁରିଆ ଗାଁର ଦେବେନ୍ଦ୍ର…
ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍
ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…
ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ
ସିଂହପୁର,୧।୧୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ…
ବାଗଡେର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଆଉ ଜଣେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ
ଟିଟିଲାଗଡ଼,୧।୧୨(ଡି.ଏନ୍.ଏ.) : ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ରବିବାର ଏକ ବଡ଼ ସଫଳତା ମିଳିଛ। ଟିଟିଲାଗଡ଼ ଥାନା ଅନ୍ତର୍ଗତ ବାଗଡେର ଗାଁ ନିକଟରେ ଘଟିଥିବା ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତଙ୍କୁ ଧରି ପୋଲିସ କୋର୍ଟ ଚାଲାଣ କରିଛି । ସୂଚନାଯୋଗ୍ୟ, ଘଣ୍ଟବାହାଲି ଗ୍ରାମର…
ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ମାରଣାସ୍ତ୍ରରେ ବାପା-ଝିଅଙ୍କୁ ଆକ୍ରମଣ
ଭଦ୍ରକ ଅଫିସ,୧।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା କେନ୍ଦୁଆପଦା ଡାଳିମ୍ବଗଡ଼ିଆ ଛକରେ ଶନିବାର ରାତିରେ ଜଣେ ବ୍ୟକ୍ତି ଏବଂ ତାଙ୍କ ଝିଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସାଲାଗି କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।…
ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର
ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ…
ଯୁବତୀଙ୍କ ଅଶ୍ଳିଳ ଭିଡିଓ କରି ବ୍ଲାକ୍ମେଲିଂ: ଧରାପଡ଼ିଲେ ହୋଟେଲର ଦୁଇ ଯୁବକ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ନୟାପଲ୍ଲୀ ଥାନା ଏନ୍-୧ରେ ଥିବା ଏକ ହୋଟେଲରେ ଏକ ପ୍ରେମୀଯୁଗଳଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ହୋଟେଲ କର୍ମଚାରୀ ଭାଇରାଲ କରିବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏପରିକି ହୋଟେଲ କର୍ମଚାରୀ ୫୦ହଜାର ଟଙ୍କା ମାଗୁଥିବା ଥାନାରେ ଯୁବତୀ ଅଭିଯୋଗ କରିଛନ୍ତି।…
କୂଅରୁ ମିଳିଲା କଟାମୁଣ୍ଡ: ମୃତଦେହ ଉଦ୍ଧାର, ତଦନ୍ତ ଜାରି
କଣିହାଁ,୨୮।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହା ବ୍ଲକ ରେଙ୍ଗାଳି ଗ୍ରାମ ବାଲିପଶି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ସାହିର ଦୁର୍ଯ୍ୟୋଧନ ତୁଙ୍ଗ(୪୨)ଙ୍କ ମୁଣ୍ଡକୁ କେହି ଦୁର୍ବୃତ୍ତ କାଟି ବୁଧବାର ବିଳମ୍ବିତ ରାତିରେ ତାଙ୍କ ବାଡ଼ିପଟରେ ଥିବା କୂଅରେ ପକାଇ ଦେଇଛି। ଏ ସମ୍ପର୍କରେ…

