ଅପରାଧ

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା କେନ୍ଦ୍ରରୁ ୩ ଜଣ ଦୁର୍ବୃତ୍ତ ବନ୍ଧୁନ ମୁନରେ ୩୬ ହଜାର ଟଙ୍କା, ୩ ଟି…

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ ୩ ଲକ୍ଷ ଟଙ୍କା ସହ ଗୋଟିଏ ମାରୁତି କାରକୁ ମଧ୍ୟ ଲୁଟି ନେଇଛନ୍ତି…

ମାରଣାସ୍ତ୍ର ଦେଖାଇ ଯୁବକଙ୍କୁ ଅପହରଣ : ପୂର୍ବ ଶତ୍ରୁତା ସନ୍ଦେହ

ପୁରୀ ଅଫିସ, ୨୬।୭: ପୁରୀ ସଦର ଥାନା ଅଧୀନ ଗଡଭିଙ୍ଗୁରା ଛକରୁ ବୁଧବାର ଜଣେ ଯୁବକଙ୍କୁ ଅପହରଣ କରି ନିଆଯାଇଛି। ସେ ହେଲେ ନୂଆଗାଁର ଅଜୟ ବେହେରା। ଗୁରୁବାର ବାଲିଘାଇ ଫାଣ୍ଡି ଏବଂ ସଦର ଥାନାରେ ଏ ନେଇ ପୃଥକ ଭାବେ…

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ…

ବସ୍‌ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା, ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ ୯୩୦୦ ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି। ଘଟଣାଟି ୨୦୧୬ ଫେବୃୟାରୀ ୨୮ ତାରିଖରେ ତୁରୁମୁଙ୍ଗା…

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇପାରୁ ନାହିଁ। ଗତ ରବିବାର ରାତିରେ କାଉଡିରେ…

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍‌ ସୁରୁଙ୍କୁ ଗିରଫ ପରେ…

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ ବେହେରାଙ୍କୁ…

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ ଅଫିସରେ…

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକ୍‌ମେଲିଂ କରିବା ଘଟଣାର ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଛି। ସେ ହେଲେ…

ଦୁର୍ବୃତ୍ତ ମାରଣାସ୍ତ୍ରରେ ଗୋଡ଼ାଇ ହାଣିଲେ: ଜଣେ ଯୁବକ ଗୁରୁତର

ବୋଲଗଡ଼,୨୩ା୭(ଡି.ଏନ.ଏ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ସାନକୁମାରୀସ୍ଥିତ ମା’ମଙ୍ଗଳା ମନ୍ଦିର ନିକଟରେ ରବିବାର ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର କରିଛନ୍ତି। ଗୁରୁତର ଯୁବକ ହେଉଛନ୍ତି ସାନକୁମାରୀ ଗ୍ରାମର ଗଣେଶ ଖଣ୍ଡାଇ(୨୫)। ତାଙ୍କୁ ମାରଣାସ୍ତ୍ର ଦ୍ୱାରା…

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri