ଅପରାଧ

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ ଜିଲା ପୋଲିସ ୪ ଜଣଙ୍କୁ ସୋମବାର ଗିରଫ କରିଛି। ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ…

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାର ଡ୍ରାଇଭର ତଥା ନୂଆଦିଲୀସ୍ଥିତ ରାଣୀଖେଦା…

ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା ଭାଙ୍ଗି କ୍ୟାସ୍‌ କାଉଣ୍ଟରରୁ ୮୦ ହଜାର ଟଙ୍କା ଚୋରି କରି ନେଇଥିବା ନେଇ ଥାନାରେ…

ଗୋଡ଼ାଇ ଗୋଡ଼ାଇ ହାଣିଲେ, ଯୁବକ ଗୁରୁତର

ବୋଲଗଡ଼,୨୨।୭(ଡି.ଏନ୍‌.ଏ.): ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ସାନକୁମାରୀ ମଙ୍ଗଳା ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାନକୁୁମାରୀ ଗ୍ରାମର ଗଣେଷ ଖଣ୍ଡାଇ(୨୫)ଙ୍କୁ କେହି ଅଜଣା ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ହାଣି ଥିବା ନେଇ ଫାଣ୍ଡି ପୋଲିସ…

ବିଞ୍ଝାରପୁରରେ ନବବଧୂଙ୍କୁ ତଣ୍ଟିକାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୨୨।୭: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମ ଗୁଣ୍ଡିରିପଡ଼ା(ବିଲସାହି)ରେ ରବିବାର ବିଳମ୍ବିତ ରାତିରେ ଜଣେ ନବବଧୂଙ୍କୁ ଧାରୁଆ ଅସ୍ତ୍ରରେ ତଣ୍ଟିକାଟି ହତ୍ୟା କରାଯାଇଛି । ଏ ନେଇ ସୋମବାର ବିଞ୍ଝାରପୁର ଥାନାରେ ଅଭିଯୋଗ ହୋଇଛି। ସେ ହେଲେ…

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯ ଜଣଙ୍କ ସନ୍ଧାନ ମିଳିଛି। ଏନେଇ ମଧ୍ୟ ୪୫୫ଟି ମାମଲା ରୁଜୁ ହୋଇଛି। ସେହିଭଳି…

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ ମାମଲା ରୁଜୁକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେେଲେ ଏହି ଥାନା ଅଧୀନ ମଧୁପୁର…

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭ ଜଣଙ୍କୁ ରବିବାର ଗିରଫ କରିଛି। ବ୍ରାଉନ୍‌ସୁଗାର ଚୋରାରେ ବିକ୍ରୟ କରୁଥିବା ଖବରପାଇ ସ୍ଥାନୀୟ…

ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ କରିଥିବା ଅଭିଯୁକ୍ତଙ୍କୁ ଛାଡ଼ି ମଞ୍ଚେଶ୍ୱର ଥାନା ପୋଲିସ ନାବାଳକଙ୍କୁ ଥାନାରେ ୩୦ ଘଣ୍ଟା ଅଟକ…

ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ଟିଭିଏସ…

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍‌

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଘଟଣାଟି…

ଅନୁଗୋଳରେ ଲଜ୍ଜା: ଶୋଇଥିବା ବେଳେ ଉଠାଇନେଇ ୮ ବର୍ଷର ନାବାଳିକାଙ୍କୁ ବଳାତ୍କାର, ମୃତ ଭାବି ଅଳିଆ ଗଦାରେ ଫିଙ୍ଗିଲେ

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜନୈକ ୮ ବର୍ଷର ନାବାଳିକାଙ୍କୁ ଶନିବାର ରାତିରେ ବଳାତ୍କାର ହୋଇଥିବା ସୂଚନା ମିଳିଛି। ତେବେ ଦୁର୍ବୃତ୍ତ ତାଙ୍କୁ ମୃତ ଭାବି ଅଳିଆ ଗଦାରେ ଫିଙ୍ଗି ଚାଲି ଯାଇଥିଲେ। ରବିବାର ସକାଳେ ତାଙ୍କୁ ଉଦ୍ଧାର କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri