ଅପରାଧ

ଅଫିସ୍‌ରେ ପଶି ବଟି ମାଗିବା, ଭଙ୍ଗାରୁଜା ଘଟଣା: ୨ ଅଭିଯୁକ୍ତ କୋର୍ଟଚାଲାଣ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ମେନ୍‌ ରୋଡ୍‌ ତଥା ଓାର୍ଡ ନଂ. ୪ରେ ଥିବା ବ୍ୟବସାୟୀ ରବି ନାରାୟଣ ଦାସଙ୍କ ଅଫିସରେ ସୋମବାର ୨ ଦୁର୍ବୃତ୍ତ ପଶି ବଟି ମାଗିବା ସହ ଭଙ୍ଗାରୁଜା କରିଥିଲେ। ଏ ନେଇ…

ଧରିତ୍ରୀର ପ୍ରଭାବ: ପୋଲିସ ଚଢ଼ାଉରେ ଚୋରା କୋଇଲା ଜବତ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ବାଂଶପାଣିଠାରେ ଚୋରା କୋଇଲା କାରବାର ସମ୍ପର୍କରେ କିଛି ଦିନ ତଳେ ଧରିତ୍ରୀରେ ଶୀର୍ଷକ ‘ବାଂଶପାଣି ଅଞ୍ଚଳରେ କୋଇଲା ଚୋରା ଚାଲାଣ’ ପ୍ରକାଶିତ ହେବା ପରେ ପୋଲିସ ପ୍ରଶାସନ ତପତ୍ରତା…

ବାବନପୁରରେ ଗୋଷ୍ଠୀସଂଘର୍ଷ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୧୬ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଖବର ପାଇ ଜରଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଆହତମାନଙ୍କୁ…

ବନ୍ଧୁକ ଦେଖାଇ ଶ୍ରେଣୀଗୃହରୁ ଶିକ୍ଷୟିତ୍ରୀଙ୍କଠାରୁ ସୁନାହାର ଲୁଟିନେଲେ ଦୁର୍ବୃତ୍ତ

ତିର୍ତ୍ତୋଲ,୧୬।୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ଠାରୁ ସୋମବାର ବନ୍ଧୁକ ଦେଖାଇ ସୁନାହାର ନେଇ ଯାଇଛନ୍ତି ଦୁର୍ବୃତ୍ତ। ସେ ଆଜି ସକାଳେ ଶ୍ରେଣୀରେ ପଢ଼ାଉଥିବା ସମୟରେ ଦୁଇଜଣ ଯୁବକ…

ବାଲୁକୁରୀ ଛକରେ ବୋମାମାଡ଼ : ଜଣେ ଗୁରୁତର, ୨ ଆହତ

ଚାନ୍ଦବାଲି,୧୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଲୁକୁରୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଚୋରି ଘଟଣା: ୪ ଗିରଫ

କଟକ ଅଫିସ,୧୬ା୯ : ଦୁଇଟି ଚୋରି ଘଟଣାରେ ମଙ୍ଗଳାବାଗ ପୋଲିସ ରବିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଯୋବ୍ରା ଅଞ୍ଚଳର ଦେବବ୍ରତ ସାମଲ ଓରଫ ପିଣ୍ଟୁ, ପୁରୁଣା ତିଗିରିଆର କାହ୍ନୁ ଚରଣ ନାୟକ, କଲେଜ…

କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ

କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର ୩ ଜଣଙ୍କୁ ରବିବାର ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି। କମ୍ପ୍ୟୁଟର ତାଲିମ…

ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ : ପାପରମେଟଲା ଥାନା ଘେରିଲେ ଆଦିବାସୀ

ଚିତ୍ରକୋଣ୍ଡା,୧୫।୯(ଡି.ଏନ୍‌.ଏ.) : ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ନେଇ ଶତାଧିକ ଆଦିବାସୀ ପାପରମେଟଲା ଥାନା ତଥା ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ…

ଗଞ୍ଜାମରେ ପୁଣି ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ପ୍ରମୋଦ ଗୁରୁତର; ଜୀବନ୍ତ ଗୁଳି, ମାଉଜର ଜବତ

ଗଞ୍ଜାମ,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସକୁ ଆଉ ଏକ ସଫଳତା ମିଳିଛି। ଶନିବାର ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଓରଫ କୋକୋଙ୍କୁ ଏନ୍‌କାଉଣ୍ଟର ହୋଇଥିଲା। ଏହାର ୨୪ ଘଣ୍ଟା ନ ପୂରୁଣୁ ରବିବାର ଗଞ୍ଜାମ ବ୍ଲକ ପାଲୁର-କୃଷ୍ଣପ୍ରସାଦ ରାସ୍ତାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ…

ରାଜଧାନୀରେ ପୁଣି ଲୁଟ୍‌, ଚୋରି ଗ୍ୟାଙ୍ଗ୍‌ ସକ୍ରିୟ: ଦିନ ଦ୍ୱିପ୍ରହରରେ ଚୋରାଇନେଲେ କାର୍‌

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଗତ କିଛିଦିନ ତଳେ ରାଜଧାନୀରେ ୪ ଚକିଆ ଲୁଟେରା ଗ୍ୟାଙ୍ଗ୍‌ ମାତିଥିଲେ। ସେମାନେ ଡ୍ରାଇଭର ବସିଥିବା କାର୍‌କୁ ଟାର୍ଗେଟ କରି ଲୁଟ କରୁଥିଲେ। ହେଲେ ଏହି ଗ୍ୟାଙ୍ଗ୍‌ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଗୋଟିଏ ଦିନରେ ୪ଟି ବଡ଼ ଧରଣର ଘଟଣା…

ୟୁନିଟ୍‌-୧ ମାର୍କେଟରୁ ଯୁବକଙ୍କୁ ଅପହରଣ: ୧୫ ଦିନ ପରେ ବି ଅମରଙ୍କର ମିଳୁନି ପତ୍ତା

ଭୁବନେଶ୍ୱର,୧୫।୯(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୧ ମାର୍କେଟରୁ ଜଣେ ଯୁବକ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ପେଟ୍ରୋଲ ଟାଙ୍କି ନିକଟରେ ବାଇକ ପାର୍କିଂ କରି ମାର୍କେଟ ଭିତରକୁ ଯାଉଥିବା ଦୃଶ୍ୟ ସିସିଟିଭି ଫୁଟେଜରେ ରହିଛି। ହେଲେ ସେ ଆଉ…

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ କେସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri