ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର
ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ ନକୁଳ…
ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ
ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…
ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ ନିରୋଧ…
୪ ହାଇଓ୍ବେ ଲୁଟେରା ଗିରଫ
ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ…
ଟ୍ରେନ୍, ଷ୍ଟେଶନରେ ବଢୁଛି ଚୋରି, ଲୁଟ୍: ୪୪ ମୋବାଇଲ୍ ଜବତ, ୫ ଗିରଫ
ଜଟଣୀ,୨୦ା୬(ଡି.ଏନ.ଏ.): ଟ୍ରେନ୍ରୁ ଯାତ୍ରୀଙ୍କଠାରୁ ମୋବାଇଲ୍ ଲୁଟ୍ କରିବା ଘଟଣାରେ ୫ ଅଭିଯୁକ୍ତଙ୍କୁ ଖୋର୍ଦ୍ଧାରୋଡ଼ ଜିଆର୍ପି ଓ ଆର୍ପିଏଫ୍ ଗିରଫ କରିଛନ୍ତି। ଏଥିରେ ୨ ଅଭିଯୁକ୍ତ ରହିଥିବା ବେଳେ ଚୋରି ମୋବାଇଲ୍ ରଖିଥିବା ୩ ଅଭିଯୁକ୍ତଙ୍କୁ ଗିରଫ ପରେ ଗୁରୁବାର କୋର୍ଟ ଚାଲାଣ…
ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍
ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ଥାନା ହିମିତିରା ଜଙ୍ଗଲ ନିକଟରୁ ଗୁରୁବାର ଅପରାହ୍ନରେ ଏକ ମାଇକ୍ରୋଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ବଇଣ୍ଡାଠାରେ ସ୍ପନ୍ଦନା ମାଇକ୍ରୋଫାଇନାନ୍ସର କଲେକ୍ସନ କ୍ରେଡ଼ିଟ୍ ଆସିଷ୍ଟାଣ୍ଡ ମ୍ୟାନେଜର ବିଶ୍ୱାମିତ୍ର ମେହେର କିଶୋରନଗର ଅଞ୍ଚଳରୁ…
ସଂଘବଦ୍ଧ ଆକ୍ରମଣ ମାମଲା : ୪ ଫେରାର ଅଭିଯୁକ୍ତ କୋର୍ଟଚାଲାଣ
ଦିଗପହଣ୍ଡି,୨୦ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୁଡ଼ୁଙ୍ଗପୁର ଗ୍ରାମର ବଳରାମ ପାତ୍ର, ଭଗବାନ ପାତ୍ର, ଶଙ୍କର ପାତ୍ର ଓ କୃଷ୍ଣ ପାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରକାଶଥାଉ କି, ଚୁଡୁଙ୍ଗପୁର ଗ୍ରାମରେ…
୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ
ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆର ଜିତେନ୍ଦ୍ର ଦିଗାଲ, ବନ୍ଧୁ ପ୍ରଧାନ ଓ…
ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ
ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ଆତ୍ମାହୂତି ଦେବେ ବୋଲି ଯୁବତୀଜଣଙ୍କ ଚେତାବନୀ ଦେଇଛନ୍ତି। ସୂଚନାନୁଯାୟୀ, ଉକ୍ତ…
ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ
ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା ଅଭିଯୋଗରେ ୪ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।…
ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ…
ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର ରୁଧିତାପ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ(ଆର୍ଆଇଟିଏମ)ର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି।…
Archives


