୨୦୧୭ରେ ନୂଆସାହି ବଜାରରୁ ବୋଲୋରୋ ଚୋରି ଘଟଣା: ଦୁଇ ବର୍ଷ ପରେ ଅଭିଯୁକ୍ତ ଗିରଫ
କପ୍ତିପଦା,୧୭।୫(ଡି.ଏନ୍.ଏ.): ୨୦୧୭ ମସିହାର ଏକ ବୋଲେରୋ ଚୋରି ଘଟଣାରେ କପ୍ତିପଦା ପୋଲିସକୁ ସଫଳତା ମିଳିଛି। ଦୀର୍ଘ ଦୁଇ ବର୍ଷ ପରେ ପୋଲିସ ଅଭିଯୁକ୍ତ ଠାକୁରମୁଣ୍ଡା ଥାନା ଅଧୀନ ଖୁଣ୍ଟାପୋଷୀ ଗ୍ରାମର ଭୀମସେନ ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...
କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
କଟକ ରୋଡ୍,୧୭।୫(ଡି.ଏନ୍.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ...
ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା...
୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା
ଜୟପୁର,୧୪ା୫(ଡି.ଏନ୍.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ ବାହାର ରାଜ୍ୟରେ କାମ କରିବାକୁ ଚାଲିଯାଇଛନ୍ତି। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ...
ଅସରଳା ଗ୍ରାମରେ ୫ ଘରେ ପଶିଲେ ଚୋର: ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନା, ରୁପା, ପିତଳ, କଂସା ବାସନ
ବୋଲଗଡ଼,୧୪।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଚୋରମାନେ ଗ୍ରାମର ୫ ଜଣଙ୍କ ଘରେ ପଶିଥିବା ଜଣାପଡ଼ିଛି। ତେବେ ଗ୍ରାମର ଶ୍ରୀନିବାସ ସ୍ବାଇଁ ଏବଂ ତାଙ୍କ ଭାଇଙ୍କ ଘରୁ...
ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା
କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ...
ଭାଜପା ପ୍ରାର୍ଥୀଙ୍କ କାର୍କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ ଏଥିରେ କାର କାଚ ଭାଙ୍ଗିଯାଇଥିବାବେଳେ ପ୍ରଧାନ ଗାଡିରୁ ଡେଇଁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।...
ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ
ସୋରଡ଼ା,୧୮।୪(ଡି.ଏନ୍.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର...
ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର
ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା...
ହଳଦୀପଡ଼ିଆ ବସ୍ତିରୁ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
କଟକରୋଡ଼,୧୭।୪(ଡି.ଏନ୍.ଏ): ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ବାଡ୍ ବୁଧବାର ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ଚଢ଼ାଉ କରି ଜଣେ ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ବସ୍ତିରେ ରହୁଥିବା ଦିଲ୍ଲୀପ ବେହେରା। ତାଙ୍କ ନିକଟରୁ ୨୦ ଗ୍ରାମ୍...
ବଡବିଲ୍ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ
ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ...
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍ଏସ୍ର ମିଶନ ୧୬
ହାଇଦ୍ରାବାଦ,୨୮ା୩(ଆଇଏଏନ୍ଏସ୍): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍ଏସ୍) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ...
Archives


