ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ। ଏସ୍ଟିଏଫ୍ ଟିମ୍ ଶୁକ୍ରବାର କଳାହାଣ୍ଡି-ରାୟଗଡ଼ା ସୀମାରେ ଚଢ଼ାଉ କରି ଲାଞ୍ଜିଘର ଅଞ୍ଚଳରୁ ଭାସ୍କରଙ୍କୁ…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ,୧୦ା୧୧: ଜଗତ୍ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ସଂଖ୍ୟା ୩୮୨/୧୯ ରୁଜୁ ସହ ଅଭିଯୁକ୍ତଙ୍କୁ ଗିରଫ ପରେ ଶନିବାର…
ଫାର୍ମହାଉସରୁ ଚୋରି : ୧୨ ଗିରଫ, ୯ ଗ୍ୟାସ ସିଲିଣ୍ଡର, ଲାପ୍ଟପ, ପାଣିପମ୍ପ ଜବତ
ବାରଙ୍ଗ,୯।୧୧(ଡି.ଏନ୍.ଏ.)- ଚନ୍ଦକା ଥାନା ଅନ୍ତର୍ଗତ ଏସ୍ଓଜି ନିକଟ ଏକ ଫାର୍ମହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ ଆଦି…
ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ
ବ୍ରହ୍ମପୁର ଅଫିସ ,୯।୧୧ – ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍ ନମ୍ବର ମଧ୍ୟ କେହି ଜାଣି ନାହାନ୍ତି। କିନ୍ତୁ ଅପଣାଛାଏଁ ଉଠୁଛି ଟଙ୍କା। ଗ୍ରାହକଙ୍କ ଅଜାଣତରେ ଏବେ ବାରମ୍ବାର ଏଭଳି ଟଙ୍କା…
ଜାଲ୍ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ
ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍ନୋଟ କାରବାର କରୁଥିଲେ। ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ କୌଣସି ସୂତ୍ରରୁ ଖବର ପାଇ…
ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ
ଝୁମ୍ପୁରା,୮।୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି, ଡକାୟତି, ବଟି ଆଦାୟ ସହିତ ବହୁ ଅସାମାଜିକ କାର୍ଯ୍ୟକଳାପରେ ମୁଜାଫର ସମ୍ପୃକ୍ତ ରହିଛନ୍ତି। ଏ…
ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣାକୁ ନେଇ ଗୁରୁବାର ଦିନତମାମ ଖଣ୍ଡଗିରି ଥାନାରେ ତନାଘନା ଚାଲିଥିଲା। ସକାଳେ ଭୁବନେଶ୍ୱର ଡିସିପି…
ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର ଯୁବକଙ୍କୁ…
ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍ ଏସ୍ଟିଏଫ୍ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗତ ଏକ ବର୍ଷ ମଧ୍ୟରେ କେବଳ କ୍ରାଇମବ୍ରାଞ୍ଚ୍…
ପାଞ୍ଚ ବର୍ଷର ଝିଅକୁ ବଳାତ୍କାର
ବୋରିଗୁମ୍ମା,୭ା୧୧(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲେ।…
ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ।…
ଗ୍ରାହକ ବେଶରେ ଏସ୍ଟିଏଫ୍ ଟିମ୍ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ
ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

