ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସତ୍ୟତା ନାହିଁ, ତଦନ୍ତ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଛି: ମନ୍ତ୍ରୀ
ବାଲିଆପାଳ/ଭୁବନେଶ୍ୱର,୭।୧୧(ସ୍ବ.ପ୍ର./ଡି.ଏନ୍.ଏ./ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ବିଦ୍ୟାଳୟର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ସତ୍ୟତା ନାହିଁ। ତଦନ୍ତ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଛି। ହେଲେ ବିଦ୍ୟାଳୟରେ ସୁସ୍ଥ…
ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତଜଣଙ୍କ…
ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍ ଜବତ
ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍କୁ ଜବତ…
ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ କରିଛି।…
କ୍ୟାବିନ୍ ଓଲଟାଇବାକୁ କେନ୍ଦ୍ର କରି ବଚସା: ଯୁବକଙ୍କୁ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପାସପୋର୍ଟ ଅଫିସ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କ୍ୟାବିନ୍ ଓଲଟାଇବାକୁ କେନ୍ଦ୍ର କରି ପ୍ରଥମେ ବଚସା ଏବଂ ପରେ ଛୁରାମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଅଭୟ ନାୟକ।…
ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ
ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର ଜି. ପିଆରୀ। ଜିଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରା ଦେଖୁଥିବା ବେଳେ…
ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ
ଗୋପ,୬।୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ…
ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ
କାମାକ୍ଷାନଗର, ୫।୧୧(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ ବିଷ୍ଣ…
ବାରିପଦା ଟାଉନ ଥାନା: ହ୍ୟାଣ୍ଡକପ୍ ଭାଙ୍ଗି ଅଭିଯୁକ୍ତ ଫେରାର
ବାରିପଦା ଅଫିସ,୫ା୧୧- ସୋମବାର ରାତିରେ ବାରିପଦା ଟାଉନ ଥାନାରୁ ହ୍ୟାଣ୍ଡକପ୍ ଭାଙ୍ଗି ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ରାତି ଡ୍ୟୁଟିରେ ଥିବା କର୍ମଚାରୀମାନେ ଶୋଇ ରହିଥିବା ସୁଯୋଗ ନେଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ…
ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ
ଝାରସୁଗୁଡା ଅଫିସ୍/ଲଖନପୁର,୫।୧୧(ଡି.ଏନ୍.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍ ଡେଭ୍ଲପ୍ମେଣ୍ଟ କର୍ପୋରେଶନ(ଓଏଫ୍ଡିସି)ସୁପରଭାଇଜର୍ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ…
ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ
ବିଜେପୁର, ୫।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ ଏତଲାକୁ…
୧କୋଟି ଟଙ୍କାର ସିଗାରେଟ ଭର୍ତ୍ତି କଣ୍ଟେନର ଲୁଟ୍: ଚାଳକଙ୍କୁ ବାନ୍ଧି ଜଙ୍ଗଲରେ ଫିଙ୍ଗିଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ
ଖୋର୍ଦ୍ଧା ଅଫିସ, ୫।୧୧: ଖୋର୍ଦ୍ଧା ଜିଲା କୋଲକାତା- ମାଡ୍ରାସ ୧୬ ନଂ. ଜାତୀୟ ରାଜପଥ ଟାଙ୍ଗୀ ଥାନା ଅନ୍ତର୍ଗତ ଟାଙ୍ଗୀ ବାଇପାସ୍ରୁ ସୋମବାର ରାତିରେ ୧କୋଟି ଟଙ୍କାର ସିଗାରେଟ ଭର୍ତ୍ତି ଏକ କଣ୍ଟେନର ଗାଡି ଲୁଟ୍ ହୋଇଛି। ଆଇଟିସି କମ୍ପାନୀର ଦାମୀ…

