ଅପରାଧ

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଲଙ୍କାଗୁଣ୍ଡ ପକାଇ ୧ ଲକ୍ଷ ୬୬ ହଜାର ଟଙ୍କା ଲୁଟି ନେଇଥିବା…

ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ପୋଲିସ ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ଗୀତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୁକ୍ତ…

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା: ଅଭିଯୁକ୍ତ ଗିରଫ

ଦିଗପହଣ୍ଡି, ୮।୭(ବ୍ୟୁରୋ): ଭାଉଜଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଘଟଣାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟୁଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଗତ ମେ ୧୭ ତାରିଖ…

ମୟୂରଭଞ୍ଜ ଏମ୍‌ପିଙ୍କୁ ରଥ କର୍ଡନକୁ ନ ଛାଡ଼ିବା ଘଟଣା : ଭିଡିଓ ଭାଇରାଲ୍‌, ତଦନ୍ତ କରିବେ ଏସ୍‌ପି

ବାରିପଦା ଅଫିସ,୮।୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଘନ ଘନ ବୈଠକ କରାଯାଇଥିଲା। ମାତ୍ର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ରଥଯାତ୍ରା ଅବ୍ୟବସ୍ଥା…

୧୦ ମାସରେ ଜବତ ହୋଇଛି ୧୦ ମୃତଦେହ : ମୃତକଙ୍କ ପରିଚୟ ପାଉନି ପୋଲିସ

କଟକ ଅଫିସ,୮।୭ : ଗତ ୧୦ ମାସ ମଧ୍ୟରେ କଟକରେ ୧୦ରୁ ଊର୍ଦ୍ଧ୍ୱ ମୃତଦେହ ଜବତ କରିଛି ପୋଲିସ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ହତ୍ୟା କରି ପକାଇ ଦେଇଥିବା ସନ୍ଦେହ କରାଯାଉଛି। ହେଲେ ଏହି ସବୁ ଘଟଣାରେ ଅଭିଯୁକ୍ତଙ୍କୁ ଧରିବା…

ସିନ୍ଦୂର ପିନ୍ଧାଇ ବଳାତ୍କାର କରିବା ଘଟଣାର ଭିନ୍ନମୋଡ଼ : ଟଙ୍କା ପାଇଁ ବ୍ଲାକ୍‌ମେଲ୍‌ କରୁଛନ୍ତି ଯୁବତୀ

ଭୁୁବନେଶ୍ୱର,୮।୭(ବ୍ୟୁରୋ) : ଜଣେ ଯୁବତୀଙ୍କୁ ମଥାରେ ସିନ୍ଦୂର ଦେଇ ବଳାତ୍କାର ହୋଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବାବେଳେ ଏବେ ଏହି ଘଟଣା ଭିନ୍ନମୋଡ଼ ନେଇଛି। ଯୁବତୀ ଜଣକ ତାଙ୍କୁ…

ଶ୍ରୀମନ୍ଦିରରେ ଭକ୍ତଙ୍କଠାରୁ ଚୋରି, ୪ଗିରଫ

ପୁରୀ ଅଫିସ,୮।୭ : ଶ୍ରୀମନ୍ଦିରରେ ଭକ୍ତଙ୍କ ଠାରୁ ଚୋରି ଅଭିଯୋଗରେ ସିଂହଦ୍ୱାର ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲେଶ୍ୱରର ସତ୍ୟାନନ୍ଦ ଲେଙ୍କା(୪୫), ନୟାଗଡର ଇଟାମାଟିର ଆଲୋକ କୁମାର ମଲ୍ଲିକ(୨୦), ପଶ୍ଚିମବଙ୍ଗ ଉତ୍ତର ଚବିଶ ପ୍ରଗଣାର…

ଜେଲ ଗଲେ ୪ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର/ଜଟଣୀ/ଯାଁଳା, ୮।୭(ବ୍ୟୁରୋ/ଡି.ଏନ୍‌.ଏ.) : ଇଞ୍ଜିନିୟରିଂ ପାଠ ପଢି ହାଇଟେକ ଉପାୟରେ ଲୁଟ କରୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ଜଟଣୀ ଥାନା ପୋଲିସ। ସେମାନଙ୍କ ନିକଟରୁ କଟୁରି, ଭୁଜାଲି, ଦୁଇଟି ବାଇକ, ୫ଟି ମୋବାଇଲ୍‌ ସହ…

ହୋଟେଲ ମାଲିକଙ୍କୁ ଗଳାକାଟି ହତ୍ୟା

କୋରେଇ,୮।୭(ସ୍ବ.ପ୍ର.): ଯାଜପୁର ଜିଲା ଏସ୍‌ପି ଅଫିସ୍‌ଠାରୁ ମାତ୍ର ୨୦୦ ମିଟର ଦୂର ପାଣିକୋଇଲି ବଜାରରେ ଥିବା ଏକ ହୋଟେଲରୁ ପୋଲିସ ରବିବାର ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ହୋଟେଲ ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସ୍ଥାନୀୟ ପାଣିକୋଇଲି ଗ୍ରାମର…

ଡକାୟତି ଉଦ୍ୟମ ପଣ୍ଡ : ୫ କୋର୍ଟ ଚାଲାଣ,୩ ଫେରାର

ସୋରଡ଼ା,୭।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାଠିପଡ଼ା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ୮ ଜଣିଆ ଡକାୟତ ଦଳ ମଧ୍ୟରୁ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଆଉ ୩ ଜଣ ଫେରାର ହୋଇଯାଇଛନ୍ତି। ଥାନାଧିକାରୀ ପ୍ରଭାତ ସାହୁଙ୍କ ସୂଚନା…

ମାଉଜର ଦେଖାଇ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ/ ବାଲୁଗାଁ,୭।୭ (ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ବାଣପୁର ଥାନା କୁମାରଙ୍ଗ ରୋଡ୍‌ର ବଡ଼ଶଙ୍ଖଠାରେ ରବିବାର ପୂର୍ବାହ୍ନରେ ମାଉଜର ଦେଖାଇ ଦୁର୍ବୃତ୍ତମାନେ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ୮୦୮ ଟଙ୍କା ଲୁଟ୍‌ କରିନେଇଛନ୍ତି। ବାଣପୁର ଅଞ୍ଚଳର ଘରୋଇ…

ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri