ଅପରାଧ

ମହିଳା କର୍ମଚାରୀଙ୍କୁ ଅସଦାଚରଣ ମାମଲା: ଜେଲ ଗଲେ କେସିସିଏସ୍‌ ସଭାପତି ପ୍ରମୋଦ

କେନ୍ଦ୍ରାପଡ଼ା ଅଫିସ,୫ା୧୧: ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ମାମଲାରେ କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି (କେସିସିଏସ୍‌) ସଭାପତି ପ୍ରମୋଦ ସାହୁ ସୋମବାର ଗିରଫ ହୋଇଛନ୍ତି। କେନ୍ଦ୍ରାପଡ଼ା ଟାଉନ ଥାନାପୋଲିସ ପ୍ରମୋଦଙ୍କୁ ଏସ୍‌ଡିଜେଏମ୍‌ ଦିଗ୍‌ବିଜୟ ଦାଶଙ୍କ କୋର୍ଟରେ ହାଜର କରିଥିଲା। ସେଠାରେ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

କୋରେଇ,୫ା୧୧(ସ୍ବ.ପ୍ର.): ପାଣିକୋଇଲି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସୋମବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପୂର୍ଣ୍ଣ ମଲିକ। ପ୍ରକାଶ ଯେ, ଗତ ଗୁରୁବାର ଥାନା ଅଞ୍ଚଳର ଜଣେ ନାବାଳିକା ସ୍କୁଲରୁ ଫେରିବା ବେଳେ ପୂର୍ଣ୍ଣ ଘରକୁ ଡାକି ନେଇ…

ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ

ଜଗତ୍‌ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଚଞ୍ଚକତାପୂର୍ବକ ବାରମ୍ବାର ସ୍ଥାନ ପରିବର୍ତ୍ତନ କରୁଥିବାରୁ ପୋଲିସକୁ ଗିରଫ କରିବାରେ ବିଳମ୍ବ…

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍‌ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି…

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨ ତାରିଖରେ ଜମିଜମାକୁ କେନ୍ଦ୍ରକରି ବାପାପୁଅଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ପୁଅ ବିଚିତ୍ର କବି ଏକ…

ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ

ମାଲକାନଗିରି,୨।୧୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ ଖିଲ ଶୁକ୍ରବାର ରାତିରେ ଘରକୁ ଫେରି ନ ଥିବାରୁ ନିଳେନ୍ଦ୍ରଙ୍କ ସ୍ତ୍ରୀ ଡାଳିମ୍ବ…

ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ ପରିବାର…

ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ମାଥିଲି,୨।୧୧(ଡି.ଏନ୍‌.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି।…

ଜାତୀୟ ରାଜପଥରୁ ଲୁଟ୍‌ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍‌ ଜବତ

ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍‌ପାଟ୍‌ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ…

୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ

ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ବ୍ରାଉନସୁଗାର ବ୍ୟବସାୟୀ ଲକ୍ଷ୍ମୀପ୍ରିୟା ପରିଡା ଓରଫ ବବିତା(୪୨)ଙ୍କୁ ଗିରଫ କରି…

ଶେରଗଡ଼ ଛକରେ ଚୋରି: ଶଟର ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ

ରେମୁଣା,୧।୧୧(ଡି.ଏନ.ଏ.)-ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ ଶେରଗଡ଼ ଛକରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ଗୋଟିଏ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଗତ ମାସରେ ଦିନ ଦ୍ୱିପ୍ରହର ସମୟରେ ଜଣେ ଦୋକାନୀଙ୍କୁ ଗୁଳି ମାରି ୫ଜଣ ଯୁବକ…

ସଂରକ୍ଷିତ ଜଙ୍ଗଲରୁ ବ୍ୟାପକ ଗଞ୍ଜେଇ ଗଛ ଜବତ କଲା ଛେଣ୍ଡିପଦା ପୋଲିସ

ଛେଣ୍ଡିପଦା,୧।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ କର୍ଣ୍ଣପାଳ କଦମଘାଟ ନିକଟରେ ଶୁକ୍ରବାର ବନବିଭାଗ ଓ ଛେଣ୍ଡିପଦା ପୋଲିସ ମିଳିତ ଚଢ଼ାଉ କରି ବ୍ୟାପକ ଗଞ୍ଜେଇ ଗଛ ଜବତ କରିଛି। ଥାନାଧିକାରୀ ସତ୍ୟବ୍ରତ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଘାଟି ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?