ଅପରାଧ

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ ଗତ ଶୁକ୍ରବାର ପୋଲିସ ଗିରଫ କରି ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରିଛି। ପୋଲିସ ସୂଚନା…

ବଲାଙ୍ଗୀର ଅଞ୍ଚଳରୁ ଜାଲ ନୋଟ ଜବତ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୫।୭: ବଲାଙ୍ଗୀର ଜିଲା ଚନ୍ଦନଭାଟି ଫାଣ୍ଡି ପୋଲିସ ଶୁକ୍ରବାର ଚନ୍ଦନଭାଟି ଗ୍ରାମର ଜଣେ ଯୁବକଙ୍କ ନିକଟରୁ ୩ଟି ଶହେ ଟଙ୍କିଆ ଜାଲ ନୋଟ ଜବତ କରିଛି। ସେ ହେଲେ ପିଣ୍ଟୁ ମହାକୁର। ପୋଲିସ ପିଣ୍ଟୁଙ୍କୁ ଅଟକ ରଖି ପଚରାଉଚରା…

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ, ଭ୍ୟାନିଟି…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ ୧୫ଜଣଙ୍କୁ ଗିରଫ କରିଛି। ଶହୀଦନଗର ଥାନା ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟଚାଲାଣ କରିଥିବାବେଳେ…

ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ

ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର ଜନାର୍ଦ୍ଦନ ନାହାକ ଓରଫ ଦନା (୪୧) ଓ ସହଯୋଗୀ ଉକ୍ତ କଲେଜର ପୂର୍ବତନ ଛାତ୍ର…

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ ୨୫…

ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର ବ୍ୟାଙ୍କ…

ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍‌,୨ ବାଇକ୍‌, ବନ୍ଧୁକ ଜବତ

ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍‌ ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍‌ ସହ ଅପହରଣ କରି ନେଉଥିବାବେଳେ ଦୁର୍ଘଟଣା ଯୋଗୁ ସଫଳ ହୋଇପାରି ନ ଥିଲେ। ଏହି ଘଟଣାରେ…

ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା

କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କ ପାରାଦୀପଠାରେ…

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ ପାଇଁ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ ବନଛୋରଙ୍କ ଘରେ ଚଢ଼ାଉ କରାଯାଇଛି। ପଦ୍ମପୁର କଲେଜ ଛକସ୍ଥିତ ଶିକ୍ଷକ ବନଛୋରଙ୍କ ବାସଭବନ ସମେତ…

ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri