ଅପରାଧ

ଶ୍ରୀବନ୍ତପୁରରେ ଯୁବକଙ୍କୁ ହତ୍ୟା : ଦୁଇ ଅଭିଯୁକ୍ତ ଅଟକ

ରସୁଲପୁର,୨୧।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଅଚ୍ୟୁତ ସ୍ବାଇଁଙ୍କ ପୁଅ ଶ୍ୟାମସୁନ୍ଦର(୨୪)। ରବିବାର ରାତି ପ୍ରାୟ ୧୦ଟାରେ ରମେଶ ଓ ତାଙ୍କ ସ୍ତ୍ରୀ ବେଲମୁଣ୍ଡାଙ୍କୁ ଗାଳିଗୁଲଜ କରୁଥିଲେ।…

ଚେକ୍‌ ବାଉନ୍ସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଏକ ଚେକ ବାଉନ୍ସ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଜାଗମରା ଅଞ୍ଚଳର କାଶୀ ବିଶ୍ୱନାଥ ମହାପାତ୍ର। ଅଭିଯୁକ୍ତ କାଶୀ ଜରୁରୀ ଆବଶ୍ୟକତା ଥିବା କହି ସ୍ଥାନୀୟ ଅଞ୍ଚଳର ବିଶ୍ୱଭୂଷଣ ମହାରଣାଙ୍କଠାରୁ ୨…

୧୫ ଚୋରା ବାଇକ୍‌ ଜବତ, ୩ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୦: ଖୋର୍ଦ୍ଧା ଜିଲାର ବାଣପୁର ଥାନା ପୋଲିସ ୧୫ ଚୋରା ବାଇକ୍‌ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବାଣପୁର ଥାନା କୁଲେଇ ଗାଁର ସନ୍ତୋଷ କୁମାର ଜଗଦ୍ଦେବ…

୩ ପ୍ୟାକେଟ ଗଞ୍ଜେଇ ଜବତ: ୨ ଗିରଫ

ରାୟଗଡା ଅଫିସ,୨୦।୧୦: ରାୟଗଡ଼ା ରେଳ ଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ୨ଯୁବକଙ୍କୁ ରେଳବାଇ ସୁରକ୍ଷା ବଳ ପୋଲିସ ଗିରଫ କରି ସେମାନଙ୍କଠାରୁ ୩ ପ୍ୟାକେଟ ଗଞ୍ଜେଇ ଜବତ କରିଛି। ସେମାନେ ହେଲେ ଧୀରେନ୍ଦ୍ର ଏହିରୱାଲ (୩୦) ଓ…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ମୋହନଗିରି ଫରେଷ୍ଟର ରୁଦ୍ରପ୍ରସାଦ ଗହୀର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିଭାଗର ଜଣେ ପୂର୍ବତନ କର୍ମଚାରୀଙ୍କୁ ଚାକିରିରେ ପୁନଃ ଅବସ୍ଥାପିତ କରିବା ପାଇଁ ରୁଦ୍ରପ୍ରସାଦ ୧୦ ହଜାର ଟଙ୍କା ଲାଞ୍ଚ…

ଏଟିଏମ୍‌ କାର୍ଡ ଚୋରି କରି ୪.୧୫ ଲକ୍ଷ ଉଠାଣ: ବ୍ୟାଙ୍କ କର୍ମଚାରୀ ଗିରଫ

ବନ୍ତ,୧୯।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖାରୁ ଜଣେ ଗ୍ରାହକଙ୍କ ଜମାଖାତାରୁ ୬୬ ହଜାର ୮୧୩ ଟଙ୍କା ଗାଏବ ନେଇ ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଖବର ଗତ ୫ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଫଳରେ…

ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ ନେଉଛନ୍ତି ସରକାରୀ କର୍ମଚାରୀ। ଏପରି ଏକ ଘଟଣାକ୍ରମେ ଜିଲା ଶ୍ରମ ବିଭାଗ କିରାଣି…

ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ

ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ କଟର୍‌ ମେଶିନ ଶନିବାର ବନବିଭାଗ ଜବତ କରିଛି। ସୂଚନାନୁଯାୟୀ, ଛେଣ୍ଡିପଦା ବନାଞ୍ଚଳର କୋଶଳା…

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍‌ ଡିଭିଜନ୍‌ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍‌, ସମ୍ପର୍କୀୟଙ୍କ ଘର ମୋଟ ୭ଟି…

ଲଟେରି ଉଠିଥିବା କହି ଠକିନେଲେ ୨୯ ହଜାର

ଭଦ୍ରକ ଅଫିସ, ୧୮।୧୦ – ଫୋନ କଲ୍‌ ମାଧ୍ୟମରେ ଲଟେରି ଉଠିଥିବା କହି ଠକି ନେଲେ ୨୯ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ଭଦ୍ରକ ପୁରୁଣାବଜାର ଥାନା ଅଧୀନ ଗରଦପୁର ଦୁର୍ଗାପୁର ଗଁାରେ। ଠକେଇର ଶିକାର ହୋଇଥିବା ମହମ୍ମଦ ହାମ୍‌ଜାଙ୍କ…

୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଟୁଇଟ କରି ସୂଚନା ଦେଲେ ଡିଜିପି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): କ୍ଷମତାର ଦୂରୁପୋଯୋଗ କରିବା ଅଭିଯୋଗରେ ଶୁକ୍ରବାର ୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅଧିକାରୀମାନେ ହେଲେ ଏସ୍‌ଆଇ ବନମାଳୀ ନାୟକ, ଏଏସ୍‌ଆଇ ବୀରବର ଲେଙ୍କା ଏବଂ କିଶୋର ବାଗ୍‌। ଓଡ଼ିଶା ସର୍ଭିସ କୋଡ୍‌, ରୁଲ-୭୧ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା…

ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ ଚୋରା କୋଇଲା ଗାଡ଼ିି(ଓଆର୍‌-୩୪ଡି ୯୬୨୯)କୁ ଜବତ କରିଛନ୍ତି। ପୋଲିସକୁ ଦେଖି ଗାଡ଼ି ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?