ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ
ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍)ରେ ଚାଲୁଥିଲା ବେଆଇନ୍ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…
କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ
ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନ ପକ୍ଷରୁ ମିଶ୍ରଙ୍କ ଯାଜପୁର…
ଅଚିହ୍ନା ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା: ପଥର ତଳେ ମୃତଦେହ ଚାପି ଦେଇ ଦୁର୍ବୃତ୍ତ ଫେରାର
ପାଟକୁରା, ୨ା୬(ଡ଼ି.ଏନ.ଏ.)-କେନ୍ଦ୍ରାପଡା ଜିଲା ପାଟକୁରା ଥାନା ଅନ୍ତର୍ଗତ ପଳସୁଧା ପଞ୍ଚାୟତ ନିକଟ ପାଇକା ନଦୀର ପଥର ବୁରୁଜ ନିକଟରେ ଶୁକ୍ରବାର ରାତିରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା କରାଯାଇଛି । ବର୍ତ୍ତମାନ ସୁଦ୍ଧା ତାଙ୍କର ପରିଚୟ ମିଳିନାହିଁ । ସ୍ଥାନୀୟ ପୋଲିସ…
ଝିଅ ବାହାଘର ପାଇଁ ଥିବା ସୁନାଅଳଙ୍କାର ଚୋରି ଘଟଣା: ୪ ଅଭିଯୁକ୍ତ ଗିରଫ; ଅଳଙ୍କାର, ଟଙ୍କା ଜବତ
ଭାପୁର/ଖଣ୍ଡପଡା,୨ା୬(ଡି.ଏନ୍.ଏ./ସ୍ବ.ପ୍ର.)- ଭାପୁର ଅଞ୍ଚଳରେ ଜଣେ ବ୍ୟକ୍ତି ଝିଅର ବାହାଘର ପାଇଁ ରଖିଥିବା ଲକ୍ଷାଧିକ ଟଙ୍କା ଓ ସୁନା, ରୂପା ଗହଣା ଚୋରି ହେବା ଘଟଣାରେ ଫତେଗଡ଼ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଚୋରି ହୋଇଥିବା ସାମଗ୍ରୀକୁ ଜବତ କରି…
ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲା: ମହିଳାଙ୍କ ସମେତ ୪ଜଣଙ୍କୁ ଆଜୀବନ କାରାଦଣ୍ଡ
ନୟାଗଡ଼ ଅଫିସ,୨ା୬- ୨୦୧୬ରେ ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲାର ଶୁଣାଣି କରି ଶନିବାର ନୟାଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍ ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ଓଡ଼ଗାଁ…
ଶିକ୍ଷକ ସ୍ବାମୀକୁ ଲଣ୍ଡା, ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ; ଲଜ୍ଜାରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଜଣେ ଶିକ୍ଷକଙ୍କୁ ଲୋକେ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଛନ୍ତି। ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧିରୁକିଟି ବସ୍ତିରେ କିଛିଦିନ ତଳେ ଘଟିଥିବା ଏହି ସ୍ପର୍ଶକାତର ଘଟଣାର ଭିଡିଓ ଏବେ ଭାଇରାଲ ହୋଇଛି।…
କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ…
ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା
ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ…
ସାତକୋଶିଆରେ ଚଢ଼ାଉ : ଶିକାରୀ ଗିରଫ
ବନ୍ତଳା, ୧ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବନ ବିଭାଗ ଚଢ଼ାଉ କରି ଶିକାର ପାଇଁ ପ୍ରସ୍ତୁତ ହେଉଥିବା କଟକ ନରସିଂହପୁର ଥାନା ଯାନିସାହି ଗ୍ରାମର ଅଶୋକ କୁମାର ପଣ୍ଡାଙ୍କୁ ବୁଧବାର ଗିରଫ ପରେ ଅନୁଗୋଳ କୋର୍ଟଚାଲାଣ କରାଯାଇଛି। ପୂର୍ବରୁ ସାତକୋଶିଆରେ…
ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା
ଧାମନଗର, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ଶନିବାର ସକାଳେ ବଣଘେରା ସ୍ଥାନରେ ମୃତଦେହ ଦେଖି…
ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ
ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…
ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ
ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି ବିଳାସିନୀଙ୍କ…
Archives


