ଅପରାଧ

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼ ବନ୍ଧା ଅବସ୍ଥାରେ ଚିନୁ ହିଁ ବାଉଁଶରେ ପିଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୭…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ କହିଛନ୍ତି ଯେ, ସେ ବିଳମ୍ବିତ ରାତିରେ କାମରୁ ଘରକୁ ଫେରୁଥିଲେ। ସେ ରାସ୍ତାକଡ଼ରେ…

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଇନଫୋଭାଲି ଥାନା ଅଞ୍ଚଳ ଏକ ଘରୋଇ ମେସରେ ଏହି ଅଭାବନୀୟ ଘଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌-୨ ଅଦାଲତ। ଅଭିଯୁକ୍ତ ଅଶୋକ କୁମାର ବେହେରାଙ୍କୁ ୨୦ ବର୍ଷ…

ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା

ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା ଘଟଣାରେ ପୋଲିସ ତାଙ୍କ ଶାଳକ ନାରାୟଣ ମାନ୍ନାଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ ଚ୍ୟାଲେଞ୍ଜ ସୃଷ୍ଟି କରିଛି । କୁର୍ସେଲା ପୋଲିସ ଷ୍ଟେସନ ଅଧୀନସ୍ଥ ଗୋବ୍ରାହି ଦିଆରାରେ,…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ କୋରାପୁଟ ସାଇବର କ୍ରାଇମ ଓ ଇକନୋମିକ ଅଫେନ୍ସ ଥାନା ପୋଲିସ ଆନ୍ଧ୍ରପ୍ରଦେଶ ଅଞ୍ଚଳରୁ…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ ଥାନା ଅନ୍ତର୍ଗତ ମାଟିଆପଡ଼ା ଗ୍ରାମର ସୁଦର୍ଶନ ଦାଶ ବୋଲି ଜଣାପଡ଼ିଛି। ପୋଲିସ ରବିବାର…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ କେନ୍ଦ୍ର କରି ବିବାଦ ଉଗ୍ରରୁପ ଧାରଣ କରିବା ପରେ ପଡ଼ୋଶୀଙ୍କ କୋଦାଳ ଓ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି ଘଟଣାକୁ ନେଇ ଓଡ଼ଗାଁ ଆଦର୍ଶ ଥାନା କଦଳୀବନ୍ଧଠାରେ ଓଡ଼ଗାଁ ଶରଣକୁଳ ରାସ୍ତା ଅବରୋଧ…

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ କରିନେଇଥିଲେ । ପରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।ନିଖିଲର…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା କହିଛନ୍ତି ଯେ, ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?