ଅପରାଧ

ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା

ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର କାର୍ଯ୍ୟସ୍ଥଳକୁ…

ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର ମୁଜାଫର୍‌ନଗର…

ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୪ ଲକ୍ଷ ୨୪ ହଜାର ୨୧୫ ଟଙ୍କା ଜବତ…

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍‌ଏସ୍‌ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର ପୋଲିସ…

ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାଡ଼ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସଜନାଗଡ଼,୧୩।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୧୯ ନଂ. ରାଜ୍ୟ ରାଜପଥ ସଜନାଗଡ଼ ନିକଟ ଜାବୁଢିସାହି ଛକଠାରେ ଶନିବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାରଣାସ୍ତ୍ର ଦେଖାଇବା ସହ ମାଡ଼ମାରି ଦୁର୍ବୃତ୍ତ ୧୦ ହଜାର ଟଙ୍କା ଲୁଟି…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିବା…

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି ଶେରଗଡ଼ ଛକ ବିସିଇଟି କଲେଜ ନିକଟ ଜାତୀୟ ରାଜପଥରେ ଅଟକାଇଥିଲେ। ସେଥିରୁ ୫…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ ୫ ଜୁଆଡ଼ିଙ୍କୁ ଗିରଫ କରିଛିି। ସେମାନଙ୍କ ନିକଟରୁ ନଗଦ ୪୨ ଶହ ଟଙ୍କା,…

ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୧୧।୧୦: ଶୁକ୍ରବାର ପୂର୍ବାହ୍ନରେ ଅବକାରୀ ବିଭାଗର କର୍ମଚାରୀମାନେ ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଉପରେ ଚଢ଼ାଉ କରି ୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ମୂଲ୍ୟ ୧ ଲକ୍ଷ ୬୦ ହଜ଼ାର ହେବ ବୋଲି ଜଣାପଡ଼ିଛି। ତେବେ ବ୍ରାଉନସୁଗାର…

ଭୀମରାଓପେଟାରେ ଜୁଆଆଡ୍ଡା ଉପରେ ଚଢ଼ାଉ: ୨ପୂର୍ବତନ କର୍ପୋରେଟରଙ୍କ ସମେତ ୧୫ ଗିରଫ, ୭ ଲକ୍ଷ ୬୮ ହଜାର,୧୬ମୋବାଇଲଜବତ

ବ୍ରହ୍ମପୁର ଅଫିସ ,୧୧।୧୦: ଗଞ୍ଜାମ ଜିଲା ଟାଉନ ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଭିମାରାଓପେଟାରେ ଏକ ଘର ଭିତରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଏଥିରେ ବ୍ରହ୍ମପୁର ମହାନଗର ନିଗମର ୨ଜଣ ପୂର୍ବତନ କର୍ପୋରେଟରଙ୍କ ସମେତ ୧୫…

ରେଳପଥରେ ସୁନା ସ୍ମଗ୍‌ଲିଂ : ୧୨.୯ କେଜି ସୁନା ଜବତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ) : ଓଡ଼ିଶା ଦେଇ ଚାଲିଛି ସୁନା ସ୍ମଗ୍‌ଲିଂ। ବିମାନ ବନ୍ଦରରେ କଷ୍ଟମ ବିଭାଗର କଡ଼ା ଯାଞ୍ଚ ପରେ ଏବେ ସୁନା ମାଫିଆମାନେ ରେଳପଥକୁ ସୁରକ୍ଷିତ ମାଧ୍ୟମ କରିଦେଇଛନ୍ତି। ଗୁରୁବାର ମୁମ୍ବାଇରୁ ହାଓଡ଼ାକୁ ଯାଉଥିବା ଜ୍ଞାନେଶ୍ୱରୀ ଏକ୍ସପ୍ରେସ(ନଂ.୧୨୧୦୨)ରୁ ୧୨.୯ କେଜି ସୁନା…

ଚୋରା ପଥର ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର କାରବାର : ୨ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନଠାରୁ ଆରମ୍ଭ କରି ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ସଂପୃକ୍ତ ୨ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ନାରାୟଣ ନଗର ଅଞ୍ଚଳର ପ୍ରଫୁଲ ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?