ଅପରାଧ

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ା ଗୁରୁବାର ଅପରାହ୍ନରେ ସୋହେଲା ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପଦ୍ମପୁର ଏସ୍‌ଡିପିଓ…

ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା ସୂଚନା…

ବ୍ରାହ୍ମଣବିଲ ବାଲୁଙ୍କେଶ୍ୱର ମନ୍ଦିରରୁ ହୁଣ୍ଡି ଚୋରି, ଛେଣ୍ଡିପଦା ଥାନାରେ ମାମଲା

ଛେଣ୍ତିପଦା,୧୦।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ବ୍ରାହ୍ମଣବିଲ ଗାଁର ବରାଳ ବାଲୁଙ୍କେଶ୍ବର ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ହୁଣ୍ଡି ବାକ୍ସ ଚୋରି ହୋଇଯାଇଛି। ଉକ୍ତ ହୁଣ୍ଡିରେ ସୁନା ସହ ୫୦ ହଜାରରୁ ଊଦ୍ଧର୍‌ବ ଟଙ୍କା ଥିବା ଗ୍ରାମବାସୀ କହିଛନ୍ତି। ଘଟଣା ସମ୍ପର୍କରେ…

ସୋନ ଡ୍ୟାମ୍‌ରୁ ନିଖୋଜ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଗୁଣିଗାରେଡି ସନ୍ଦେହରେ ହତ୍ୟା, ଜଣେ ଅଭିଯୁକ୍ତ ଗିରଫ

କପ୍ତିପଦା,୯ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧିନ ମଝିଗଡିଆ ପଞ୍ଚାୟତ ଭେଜଡ଼ିହା ଗ୍ରାମର ଏକ ଦମ୍ପତି ଗତ ରବିବାର ସନ୍ଧ୍ୟାରୁ ନିଖୋଜ ଥିଲେ। ବୁଧବାର ସେମାନଙ୍କ ମୃତଦେହ ସୋନ ଡ୍ୟାମର ଗଭୀର ପାଣିରେ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି। ମୃତ ଦମ୍ପତି…

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଖଇରୁ ନାୟକ ଓରଫ ନିଳାଦ୍ରୀ(୬୫)। ସେ ଝଡ଼ାଫୁଙ୍କା…

ଝାରସୁଗୁଡ଼ାରେ ଲଜ୍ଜା: ପିଜୁଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ/ଲଖନପୁର,(ଡି.ଏନ.ଏ)- ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧୀନ ଏକ ଗ୍ରାମର ଜନୈକା ୭ ବର୍ଷର ନାବାଳିକାକୁ ସେହି ଗ୍ରାମର ଜଣେ ଯୁବକ ଗତ ସୋମବାର ବଳାତ୍କାର କରିଥିବା ନେଇ ପୀଡିତାଙ୍କ ପରିବାରଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ବ୍ରଜରାଜନଗର…

ପୂଜା ସ୍ପେସିଆଲ ଡ୍ରାଇଭ, ୫୨ ଜୁଆଡି ଗିରଫ

ଛତ୍ରପୁର, ୮ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ପୋଲିସ ପକ୍ଷରୁ ଜୁଆ ଖେଳବେଳେ ଚଢ଼ାଉ କରାଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ନିର୍ଦ୍ଦେଶ ଅନୁସାରେ ଦଶହରା ପୂଜାବେଳେ ଜୁଆ ଖେଳ ଉପରେ ଅଙ୍କୁଶ ଲଗାଇବା ପାଇଁ ସ୍ପେସିଆଲ ଡ୍ରାଇଭ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମିକାଙ୍କୁ ଉଠାଇ ଆଣିଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୮ା୧୦: ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରେ ଗତ ୫ତାରିଖ ରାତିରେ ସନ୍ଦେହଜନକ ଭାବେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପ୍ରଥମେ ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ଗତ ୭ତାରିଖରେ…

୫୦ ହଜାର ଟଙ୍କାର ଶାଗୁଆନ କାଠ ଜବତ: ୩ ଗିରଫ

ଆନନ୍ଦପୁର,୮।୧୦(ସ୍ବ.ପ୍ର.)- ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ପୀତାନାଉ ସଂରକ୍ଷିତ ଜଙ୍ଗଲର ବରକନ୍ୟା ଘାଟି ନିକଟରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଶାଗୁଆନ କାଠ ଜବତ ହୋଇଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ…

ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ

କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ…

ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧଦେବ ଗିରଫ: ବନ୍ଧୁକ, ଗୁଳି, ମୋବାଇଲ ଜବତ

ବରଗଡ଼ ଅଫିସ,୭।୧୦: ବରଗଡ଼ ଟାଉନ ଥାନା ପୋଲିସ ସୋମବାର ସହର ଉପକଣ୍ଠ ଘୁଲିପାଲି ନିକଟରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ଧୁଲୁଣ୍ଡାଗ୍ରାମର ଚିଆଁ ଓରଫ ବୁଦ୍ଧଦେବ ବିଶ୍ବାଳ(୩୬)। ତାଙ୍କ ନିକଟରୁ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?