ଅପରାଧ

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ଜଣେ ବ୍ୟକ୍ତିଙ୍କ ମୁଣ୍ଡ କାଟି ଦୁର୍ବୃତ୍ତମାନେ ନେଇଯାଇଥିବା ଜଣାପଡିଛି। ସେ ହେଲେ ସତ୍ୟନାରାୟଣ ମୁଣ୍ଡା…

ଚୋରି ଘଟଣାରେ ୪ଗିରଫ: ସୁନା ଅଳଙ୍କାର, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୦।୬(ଡି.ଏନ୍‌.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨ ଜଣ ଲୁଟେରାଙ୍କ ସହ ଚୋରା ସୁନା ଅଳଙ୍କାର କିଣିଥିବା ଅଭିଯୋଗରେ ୨ ଜଣ…

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ କିଆବାଡରେ…

ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ : ଡାକ୍ତରଖାନାରେ ଭର୍ତ୍ତି, ପୋଲିସର ଛାନ୍‌ଭିନ

ବୀରମହାରାଜପୁର,୧୦ା୬(ଡି.ଏନ୍‌.ଏ.) : ଗରମ ଯୋଗୁ ଘର ଛାତ ଉପରେ ଶୋଇଥିବା ଜଣେ ବିବାହିତ ଯୁବକଙ୍କ ଉପରେ ସଶସ୍ତ୍ର ଆକ୍ରମଣ ହୋଇଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧିନସ୍ଥ କର୍ଣ୍ଣପାଲି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏଭଳିି ଘଟଣା ଘଟିଛି। ଦୁର୍ବୃତ୍ତଙ୍କ ଧାରୁଆ…

କଲେଜ ଛାତ୍ରୀଙ୍କ ଗଳିତ ଶବ ମିଳିବା ଘଟଣା : ପୋଲିସର ନିଷ୍କ୍ରିୟତା ନେଇ ରାସ୍ତା ଅବରୋଧ

ବସ୍ତା,୧୦ା୬(ସ୍ବ.ପ୍ର.) : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଜାମୁଶୁଳି କଲେଜ ଛାତ୍ରୀ ଲୋପାମୁଦ୍ରା ମହାନ୍ତି ୪ ମାସ ଧରି ନିଖୋଜ ହେବା ପରେ ଗଳିତ ଶବ ବିରିପଦାରୁ ମିଳିଛି। ମୃତ ଲୋପାଙ୍କ ମାତାପିତା ମୃତଦେହ ପାଖରୁ ମିଳିଥିବା ପୋଷାକପତ୍ର ଚିହ୍ନଟ…

ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)।…

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍‌ପି ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର ଓଭରବ୍ରିଜ୍‌ ଉପରେ ଆର୍‌ଟିଓ ଚେକିଂ ହେଉଥିବାରୁ ଦୁର୍ବୃତ୍ତମାନେ କାର ବୁଲାଇ ଫେରିବା ସମୟରେ…

ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ

ବାଲିଅନ୍ତା,୯।୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରୀତମଙ୍କ…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାସକ୍ତ ଅବସ୍ଥାରେ ସ୍ବାମୀ ପ୍ରଶାନ୍ତ ନାୟକ ସ୍ତ୍ରୀ ସୁଦସ୍ଥା ନାୟକଙ୍କୁ ଟାଙ୍ଗିଆରେ ହାଣି ନିିର୍ମମ…

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପରିବାର ଲୋକଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ…

ପାରିବାରିକ ବିବାଦକୁ ନେଇ ମାରପିଟ୍‌ : ଜଣେ କୋର୍ଟଚାଲାଣ

ଧର୍ମଶାଳା,୮ା୬(ଡି.ଏନ.ଏ.)- ପାରିବାରିକ ବିବାଦକୁ ନେଇ ମାରପିଟ୍‌ ଘଟଣାରେ ଧର୍ମଶାଳା ପୋଲିସ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସେକ୍‌ ରିକୁ। ପ୍ରକାଶ ଯେ, ପାରିବାରିକ ବିବାଦ ଯୋଗୁ ଗତ ୫ ତାରିଖରେ ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦରିଆ ଗ୍ରାମର ସେକ୍‌…

ଶନି ମନ୍ଦିରରୁ ଚୋରି ଘଟଣା: ହୁଣ୍ଡି ସହ ୧ ହଜାର ଟଙ୍କା ଜବତ୨ ନାବାଳକ ଗଲେ ସୁଧାର ଗୃହ

ବଡବିଲ, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ନିକଟ ଶନି ମନ୍ଦିର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡି ଚୋରି ଘଟଣାରେ ଶୁକ୍ରବାର ପୋଲିସ ଦୁଇ ନାବାଳକଙ୍କୁ ସୁଧାର ଗୃହକୁ ପଠାଇଥିବା ବେଳେ ହୁଣ୍ଡି ସହ ୧ ହଜାର ଟଙ୍କା ଜବତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri