ପୃଥକ୍ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ
ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର ସଶସ୍ତ୍ର ଡକାୟତି ଉଦ୍ୟମକୁ ପଣ୍ଡ କରିଛି । ପୋଲିସ ଉଭୟ ଗୋଷ୍ଠୀର ୯ଜଣଙ୍କୁ…
ସାଥୀ ଖେଳାଳିଙ୍କ ବ୍ୟାଟ୍ ଆକ୍ରମଣରେ ନାବାଳକଙ୍କ ମୃତ୍ୟୁ
ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଓସିଏମ୍ କଲୋନୀ ଏଚ୍ଲାଇନ ନିକଟରେ ଗତ ଶନିବାର କେତେକ ବାଳକ କ୍ରିକେଟ ଖେଳିବା ପାଇଁ ରୁଣ୍ଡ ହୋଇଥିଲେ। ଏହି ସମୟରେ କୌଣସି କାରଣରୁ ୨ ନାବାଳକଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ…
୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର
ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…
ଦୁର୍ଗାପୂଜା ଭିଡ଼ରେ ମାତିଲେ ଲୁଟେରା
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଚଳିତ ବର୍ଷ ଦୁର୍ଗାପୂଜା ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ସହ ବ୍ୟାପକ ପୋଲିସ ଫୋର୍ସ ଓ ଏସ୍ପିଓ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ଲୁଟେରାମାନେ ଉତ୍ପାତ କରୁଛନ୍ତି। ବିଭିନ୍ନ ସ୍ଥାନରୁ ୧୦ ସୁନାଚେନ ଓ ୧୫ରୁ ଊର୍ଦ୍ଧ୍ୱ ମୋବାଇଲ୍ ଫୋନ୍ ଲୁଟି…
ବ୍ରାଉନ୍ସୁଗାର ଜବତ, ୨ ଗିରଫ
ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ.…
ପିକ୍ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ
ଆସିକା,୬ା୧୦(ଡି.ଏନ୍.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।…
ଜୁଆଆଡ୍ଡାରେ ଚଢ଼ାଉ, ୭ କୋର୍ଟ ଚାଲାଣ
ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ରିଗାନ କିଣ୍ଡୋ ଏବଂ ମାନଓ କୁମାର ସାହୁ…
ବିଦ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଜଗତ୍ସିଂହପୁର ଅଫିସ,୬।୧୦: ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଯୁବକଙ୍କ…
ଟିଟୋଙ୍କ ସହଯୋଗୀ ଡାଙ୍ଗ ଗିରଫ: କେନ୍ଦ୍ରାପଡ଼ାର ହୋଟେଲରୁ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଡାହାଣ ହାତ କୁହାଯାଉଥିବା ସେକ୍ ଜାବିଦ୍ ଓରଫ ଡାଙ୍ଗଙ୍କୁ ଏସ୍ଟିଏଫ୍ ଶନିବାର ସକାଳେ କେନ୍ଦ୍ରାପଡ଼ାର ଏକ ହୋଟେଲରୁ ଗିରଫ କରିଛି। ଡାଙ୍ଗଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଡାଙ୍ଗଙ୍କ ଘର…
ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି ହୋଇଛି। ପୋଲିସର ଏଭଳି ବାରମ୍ବାର ଭୁଲ୍ ପଦାକୁ…
ଖନ୍ତାପଡା ଛକରେ ବ୍ୟବସାୟୀଙ୍କୁ ଗୁଳି: ୨ ଦୁର୍ବୃତ୍ତ ଫେରାର
ରେମୁଣା, ୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶେରଗଡ ଛକରେ ଶନିବାର ଅପରାହ୍ନ ୩ଟା ବେଳେ ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ…
ସୁରକ୍ଷାକର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ
ଯୋଡ଼ା,୫।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସୁଜିତ କୁମାର ପ୍ରଧାନ ଅଭିଯୋଗରେ କହିଛନ୍ତି ଯେ, ସେ ଉକ୍ତ ଖଣିର…

