ଅପରାଧ

ଯୌତୁକ ପାଇଁ ବଧୁ ହତ୍ୟା ଅଭିଯୋଗ: ଶ୍ୱଶୁର ଗିରଫ, ସ୍ବାମୀ ଫେରାର; ଶେରଗଡ଼ ପୋଲିସର ତଦନ୍ତ ଆରମ୍ଭ

ଶେରଗଡ଼, ୮।୬(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆସାହି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଟଙ୍କା ଲାଗି ଜଣେ ବୋହୁଙ୍କୁ ଶ୍ୱଶୁର ଓ ସ୍ବାମୀ ମିଶି ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ପିଙ୍କି…

ଘରୋଇ ବସ୍‌ରୁ ଗଞ୍ଜେଇ ଜବତ: ଅଭିଯୁକ୍ତ ଯାତ୍ରୀ ଅଟକ

କୋରୁକୋଣ୍ଡା, ୮।୬(ଡି.ଏନ୍‌.ଏ): ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ଘରୋଇ ବସ୍‌(ଗୁପ୍ତା ଟ୍ରାଭେଲର୍ସ)ରୁ ଶନିବାର ସକାଳେ ଗଞ୍ଜେଇ ଜବତ ହୋଇଛି। ଜଣେ ଯୁବକ ଏକ ବ୍ୟାଗରେ ଗଞ୍ଜେଇ ନେଇ ଜୟପୁର ଯାଉଥିବା ମାଲକାନଗିରି ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ…

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି ନୃଶଂସ ଭାବେ ହାଣି ହତ୍ୟା କରିଥିଲେ। ନିକଟରେ ଥିବା ଏକ ଆପାର୍ଟମେଣ୍ଟର ସିସିଟିଭି…

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ ଗାଡ଼ି…

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ…

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଶୁକ୍ରବାର ସାହୁଙ୍କ ବେତନଟୀ ସ୍ଥିତ ବାସଭବନ ଓ…

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା ପରେ…

କେନାଲ ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ସୁକିନ୍ଦା,୭ା୬(ଡି.ଏନ୍‌.ଏ.):  ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକ ଜଣକ ଲେମ୍ବୋ ପଞ୍ଚାୟତ ସିଙ୍ଗାଡିଆ ଗ୍ରାମର ଇନ୍ଦ୍ରମଣି ଦାସ। ସେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଶ୍ରମିକଭାବେ…

ପରକୀୟା ପ୍ରୀତି ସନ୍ଦେହ : ସ୍ତ୍ରୀକୁ ମାରିଦେବାକୁ ଉଦ୍ୟମ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୭ା୬ (ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବଡକଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ସ୍ବାମୀଙ୍କୁ ଗୁରୁବାର ପୋଲିସ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ହେଲେ ପ୍ରଶାନ୍ତ ତରେଇ। ପ୍ରକାଶ ଯେ, ସ୍ତ୍ରୀଙ୍କ…

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri