ଅପରାଧ

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ…

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍‌ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…

ଗାଡ଼ି ଡ୍ରାଇଭରଙ୍କୁ ଅପହରଣ ଅଭିଯୋଗ: ୩ ଗିରଫ, ୪ ଫେରାର, ବୋଲେରୋ ଜବତ

ବଇଣ୍ଡା,୬।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଗା଼ଡ଼ି ଡ୍ରାଇଭର ଅଜୟ ବେହେରାଙ୍କୁ ମଙ୍ଗଳବାର ରାତିରେ ଅପରହଣ କରାଯାଇଥିବା ନେଇ ସ୍ତ୍ରୀ ଅନିତା ବେହେରା ବୁଧବାର ହଣ୍ଡପା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୯୫/୧୯ରେ ଏକ…

ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର…

ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା

କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍‌ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି। ସାହି ଗଣ୍ଡଗୋଳକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତକ  ଦ୍ୱୟ ହେଲେ…

ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ…

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଗତ କିଛିମାସ ତଳେ ତାଙ୍କୁ ବଳାତ୍କାର କରିଥିବା ମଙ୍ଗଳବାର ସନ୍ଧ୍ୟାରେ ଥାନାରେ ଛାତ୍ରୀଙ୍କ…

ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ

ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ବାକଲ ହଟିଂ ଅଞ୍ଚଳର ସଞ୍ଜୟ ମହାନ୍ତ।…

ପାରିବାରିକ କଳହ: ସାନଭାଇ କଟୁରି ଚୋଟରେ ବଡ଼ଭାଇ ମୃତ

ନୟାଗଡ଼ ଅଫିସ,୫।୬: ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇ କଟୁରି ଚୋଟରେ ବଡ଼ଭାଇର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛିି ନୟାଗଡ଼ ଜିଲା ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗ୍ରାମରେ। ମୃତକ ବଡ଼ଭାଇ ଜଣଙ୍କ ହେଲେ କୁବେର ସାହୁ। ପ୍ରକାଶ ଯେ,…

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ ଚଢ଼ାଉ କରାଯାଇ ୧୦ ଗାଡ଼ିକୁ ଜବତ କରାଯାଇଛି। ମଙ୍ଗଳବାର ହିଞ୍ଜିଳିକାଟୁ ତହସିଲଦାର ଗୋପୀନାଥ…

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ ପୋଲିସ ସଫଳ ହୋଇପାରୁନାହିଁ। ସୋମବାର ରାତିରେ ଆର୍‌ଏମ୍‌ସି ପରିସରରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri