ଅପରାଧ

ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି। ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ ସମାଜ…

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ ଶନିବାର…

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଡକାୟତ ହେଲେ ମାର୍ଶାଘାଇ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜମନକିରା, ୨୭।୯(ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ କୁଇଲାରିଯୋର ରାଜରାସ୍ତା ୨୦୦ କଡ଼ରୁ ଶନିବାର ଭୋର୍‌ ସମୟରେ ଜଣେ ଯୁବକଙ୍କ ମୃତଦେହକୁ କୁଚୁଣ୍ଡା ପୋଲିସ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଝିଲ୍ଲି…

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍‌ରେ ଲିପ୍ଟ ଦେଇଥିବା ବସ୍‌…

ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର…

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତ ବାପ ପୁଅ ଗିରଫ

ଭଦ୍ରକ ଅଫିସ, ୨୬।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାଉତରାଗଡିଆ ପାଟଣାରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାର ସପ୍ତାହକ ପରେ…

ଛାତ୍ରୀଙ୍କୁ ଏକତରଫା ପ୍ରେମ ନିବେଦନ: ବିଫଳ ହେବା ପରେ ଫଟୋ ଭାଇରାଲ କରି ଜେଲଗଲେ ଶିକ୍ଷକ

ବ୍ରହ୍ମପୁର ଅଫିସ,୨୬।୯: ଛାତ୍ରୀଙ୍କୁ ଏକତରଫା ଭଲ ପାଉଥିଲେ ଶିକ୍ଷକ। ପରେ ଛାତ୍ରୀଜଣଙ୍କ ଅଧ୍ୟାପିକା ହେବା ପରେ ତାଙ୍କୁ ବ୍ଲାକମେଲ୍‌ କରିବା ଜଣେ ବିଜ୍ଞାନ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡ଼ିଛି। ଅଭିଯୁକ୍ତ ଶିକ୍ଷକ ହେଲେ ପ୍ରିୟ ରଞ୍ଜନ ମିଶ୍ର। ସୂଚନା ଅନୁଯାୟୀ, ପ୍ରିୟ…

ପୋଲିସ କବ୍‌ଜାରେ ଦୁର୍ଦ୍ଦାନ୍ତ ଅପରାଧୀ ଅମିତ୍‌

ବରଗଡ଼ ଅଫିସ,୨୬।୯: ରାଜ୍ୟର ବିଭିନ୍ନ ସ୍ଥାନରେ ଡକାୟତି, ଲୁଟ୍‌ ଭଳି ଅନେକ ଅପରାଧରେ ସମ୍ପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଲାଙ୍ଗୀର ସଦର ଥାନା ଡୁଡୁକାସିରା ନିବାସୀ ଅମିତ୍‌ ଦାସ ଓରଫ ଚିଣ୍ଟୁଙ୍କୁ ବରଗଡ଼ ଜିଲା ପୋଲିସ ଗିରଫ କରିଛି। ଜିଲାର ଅମ୍ବାଭୋନା ଥାନା…

କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ

ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍‌ ଅଶାନ୍ତ କୁମାର ଦାସ ଅଭିଯୁକ୍ତ ଝସକେତନ ରାଉତଙ୍କ ବିରୋଧରେ ତଥ୍ୟ ପ୍ରମାଣକୁ ଭିତ୍ତିକରି ଦୋଷୀ…

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଘଟଣା : ଶିକ୍ଷକ ଗିରଫ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଟ୍ୟୁସନ ଶିକ୍ଷକ ସପ୍ତମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଏଥିରେ ସଂପୃକ୍ତ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କୁ ପୋଲିସ ବୁଧବାର ଗିରଫ କରିଥିବା ବେଳେ ଫୁଲବାଣୀ…

୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ

ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ କୁହାଯାଉଥିବା ଘଟଗାଁ ଥାନା ଅଞ୍ଚଳର ଗୋବିନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?