ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ ମୁଣ୍ଡାଙ୍କୁ ହତ୍ୟା କରାଯାଇଛି । ଗ୍ରାମର ୭ ଜଣ ଲୋକ ମିଶି ଦୀନବନ୍ଧୁଙ୍କୁ…
ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ…
ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ଭବାନୀପାଟଣା୧୩।୭(ଡି.ଏନ୍.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ ଠାରୁ ନାଟକୀୟ ଭାବେ ସୁନା ଗହଣା ଲୁଟ୍ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ,…
ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ
ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ ୧୧ ହଜାର ଟଙ୍କା ଓ ଏକ ବୋଲେରୋ ଗାଡ଼ି ଜବତ କରିଛି। ପୁରୀସ୍ଥିତ ସରକାରୀ…
ଫଳକ ଲଗା କାନ୍ଥ ଭୁଷୁଡ଼ି ଛାତ୍ରଙ୍କ ମୃତ୍ୟୁ ଘଟଣା: କନିଷ୍ଠ ଯନ୍ତ୍ରୀଙ୍କ ନାମରେ ମାମଲା, ପୋଲିସର ତନାଘନା
ପୁରୁଷୋତ୍ତମପୁର,୧୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ବୁଦ୍ଧିଆ ଦାସଙ୍କ ପୁଅ ଶ୍ୟାମ ଦାସଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ…
ପାଟ୍ରୋଲିଂ ବେଳେ ଟ୍ରକ୍ ସହ କେନ୍ଦୁପତ୍ର ଜବତ, ଚାଳକ ଫେରାର
ଜମନକିରା, ୧୨।୭: ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ବନଖଣ୍ଡ ବନବିଭାଗ ପକ୍ଷରୁ ଷଣ୍ଢପଥରଠାରୁ କଦଳୀପାଳ ମଧ୍ୟରେ ପାଟ୍ରୋଲିଂ ଚାଲିଥିବା ବେଳେ ଏକ ୪୦୭ ଟ୍ରକ୍ ସହ କେନ୍ଦୁପତ୍ର ଜବତ କରାଯାଇଛି। ତେବେ ଚାଳକଜଣକ ଫେରାର…
ଘରେ ଲୁଚାଇ ରଖିଥିଲେ ମୂଲ୍ୟବାନ ଶାଳ, ଶାଗୁଆନ ପଟ୍ଟା: ଚଢ଼ାଉକରି ଜବତ କଲା ବନବିଭାଗ
ଓଡ଼ଗାଁ, ୧୨।୭(ସ୍ବ.ପ୍ର.)- ଓଡ଼ଗାଁ ବନାଞ୍ଚଳ ଓ ବାହାଡ଼ାଝୋଲା ସେକ୍ସନ ଅନ୍ତର୍ଗତ ସିଙ୍ଗାରପଲୀ ଗ୍ରାମରୁ ବନ ବିଭାଗ ପ୍ରାୟ ୨ ଲକ୍ଷ ଟଙ୍କାର ମୂଲ୍ୟବାନ ଶାଳ ଓ ଶାଗୁଆନ କାଠ ଜବତ କରିଛି। ଗ୍ରାମର ଏକ ବନ୍ଦ ଘରେ ବହୁ ପରିମାଣର କାଠ…
ଯୁବତୀଙ୍କ ବେକରୁ ଚେନ୍ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି
ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କୁଶଗଡ଼ିଆ…
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର
ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବଲାଙ୍ଗୀର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉକରି ତାଙ୍କୁ ଧରିଛନ୍ତି। ରାଜେନ୍ଦ୍ରଙ୍କ ନିକଟରୁ ୨୦…
ଗଞ୍ଜେଇ ବ୍ୟବସାୟକୁ ନେଇ ୨ଭାଇଙ୍କୁ ଅପହରଣ ଉଦ୍ୟମ: ଜେଲ କର୍ମଚାରୀଙ୍କ ସମେତ ୭ ଗିରଫ
ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ବାଲିଗୁଡ଼ା ସବ୍ଜେଲର କର୍ମଚାରୀ ସୁବାସ ଚନ୍ଦ୍ର ବେହେରଦଳାଇ ଏବଂ ସୁପାରି ନେଇଥିବା ମୁନା…
ଗୋଟିଏ ଦିନରେ ୩ ଘରୁ ଚୋରି: ପୋଲିସ, ସାଇଣ୍ଟିଫିକ ଟିମ୍ର ତଦନ୍ତ ଆରମ୍ଭ
ଚମ୍ପୁଆ, ୧୧ା୭(ଡି.ଏନ.ଏ)-ଦୁଇ ଦିନ ତଳେ ଚମ୍ପୁଆ ସଖି ପେଟ୍ରୋଲ ପମ୍ପ ନିକଟରୁ ତାଲାଭାଙ୍ଗି ହୋଇଥିବା ସିରିଜ ଚୋରିର ତଦନ୍ତ ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ଚମ୍ପୁଆ ପୋଲିସ ଏହାର ତନାଘନା କରିଛି। ସୂଚନା ଅନୁସାରେ ଚମ୍ପୁଆ…
ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍ରୁ ଆସିଥିବା ଏଆର ଏସିଆ ବିମାନ(ଏଫ୍ଡି-୧୧୨)ର ଜଣେ ଯାତ୍ରୀଙ୍କ ସାର୍ଟ କଲର୍ରୁ ୧୫୦.୯୨୦ ଗ୍ରାମର ସୁନା ଜବତ…
Archives


