ଅପରାଧ

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨ ଜଣ ଯୁବକ ଅସଦାଚରଣ କରିଥିଲେ। ଆଗରୁ ମୁଁ ସେମାନଙ୍କୁ କେବେ କେଉଁଠି ଦେଖି…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମଙ୍କୁ ହତ୍ୟା କରାଯାଇଥିବା ଦେବଗଡ଼…

ପରାଜୟ ସହିପାରୁନାହାନ୍ତି TMC ସମର୍ଥକ! ବିଜୟ ଶୋଭାଯାତ୍ରା ବେଳେ ଭାଜପା କର୍ମୀଙ୍କୁ ନିର୍ମମ ହତ୍ୟା

କୋଲକାତା,୫।୫: ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପରେ ପୁଣି ଥରେ ରକ୍ତାକ୍ତ ହୋଇଛି ରାଜ୍ୟର ରାଜନୀତି। ନ୍ୟୁଟାଉନ ଅଞ୍ଚଳରେ ଜଣେ ଭାଜପା କର୍ମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ମଧୁ ମଣ୍ଡଳ ବୋଲି ଜଣାପଡ଼ିଛି। ଏହି ଘଟଣା…

ହୃଦୟବିଦାରକ ଘଟଣା; ଅଟୋରେ ନେଇ ଦୁଇ ଭଉଣୀଙ୍କୁ ଗଣବଳାତ୍କାର, ପୀଡିତାଙ୍କୁ ଟ୍ରେନରେ ଚଢ଼ାଇ ଅଭିଯୁକ୍ତ ଫେରାର

ଲକ୍ଷ୍ନୌ,୫।୫: ମଥୁରାରେ ଦୁଇ ନାବାଳିକା ଭଉଣୀଙ୍କ ସହ ଗଣଦୁଷ୍କର୍ମର ଏକ ମାମଲା ସାମ୍ନାକୁ ଆସିଛି। ଦୁଇ ଭଉଣୀ ବୃନ୍ଦାବନର ଏକ ଆଶ୍ରମକୁ ଖାଇବା ପାଇଁ ଯାଇଥିଲେ, ଯେଉଁଠାରେ ସେମାନଙ୍କର ପରିସର ବାହାରେ ଜଣେ ଅଟୋ-ରିକ୍ସା ଚାଳକଙ୍କ ସହ ସାକ୍ଷାତ ହୋଇଥିଲା। ଡ୍ରାଇଭର…

ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ

ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ ବନ୍ଧୁକ ଉଦ୍ଧାର କରିଛି। ଏନେଇ କେସ୍‌ ନଂ ୧୦୬/୨୬ରେ ରୁଜୁ କରି ଅଭିଯୁକ୍ତଙ୍କୁ…

ସାନ ଭାଇକୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ମର୍ମାହତ ହୋଇ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ବଡ଼ ଭାଇ

ଜୟପୁର,୩ା୫: ରାଜସ୍ଥାନର ବାଲୋତରା ଜିଲାରେ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କୁ ଅପହରଣ କରି ପିଟି ପିଟି ହତ୍ୟା କରିଛନ୍ତି । ପ୍ରମାଣ ନଷ୍ଟ କରିବା ପାଇଁ ତାଙ୍କ ମୃତଦେହକୁ ପଡ଼ୋଶୀ ଜିଲାର ଏକ କୂଅରେ ଫିଙ୍ଗି ଦେଇଥିଲେ। ପୋଲିସ କହିଛି ଯେ ହତ୍ୟାକାଣ୍ଡରେ…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି।…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର…

ମୋହନାରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା ଭାଙ୍ଗ, ବାଟରେ ମାଡ଼ିବସିଲେ ଅବକାରୀ କର୍ମଚାରୀ

ମୋହନା,୩୦ା୪(ମନ୍ମଥ ମିଶ୍ର): ଗଜପତି ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଅବକାରୀ ଓଆଇସି ଏନ୍‌. ତ୍ରିପତି ରାଓ, ମୋହନା ଅବକାରୀ କର୍ମଚାରୀ ଓ ଜିଲା ଭ୍ରାମ୍ୟମାଣ ଦଳ ସଦଳବଳ ଚଢ଼ାଉ…

ଦିଗପହଣ୍ଡିରେ ବେଆଇନ ମଦ କାରବାର ଉପରେ ଚାବୁକ: ୮୪୦୦ ଲିଟର ପୋଚ ନଷ୍ଟ, ମହିଳାଙ୍କ ସମେତ ୫ ଅଭିଯୁକ୍ତ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁମ୍ଭଝରି ଗ୍ରାମ ନିକଟ ଦୁର୍ଗମ କେରାଣ୍ଡିିମାଳ ଜଙ୍ଗଲରେ ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ ଚୋରା ମଦ ଧରପଗଡ ପାଇଁ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲଙ୍କ ନେତୃତ୍ୱରେ ପୋଲିସ…

ଲୁହଭିଜା କାହାଣୀ…ନାବାଳିକାଙ୍କୁ ଗଣବଳାତ୍କାର କଲେ ୩ ଯୁବକ, ପୋଲିସ ରଖିଲାନି FIR! ପୀଡିତା ପିଇଦେଲେ ବିଷ

ଭୋପାଳ,୨୮।୪: ମଧ୍ୟପ୍ରଦେଶର ଗୁନା ଜିଲାର ବାମୋରି ପୋଲିସ ଷ୍ଟେସନ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ନାବାଳିକାକୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । ତେବେ ଗଣବଳାତ୍କାର ପରେ ନାବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ଅଭିଯୁକ୍ତମାନେ ତାଙ୍କୁ ଶିବପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?