ଅପରାଧ

ବନବିଭାଗର ମିଳିତ ଚଢ଼ାଉ: ୪୦ ହଜାର ଟଙ୍କାର ଶାଳ କାଠ ଜବତ, ୨ ଗିରଫ

କେନ୍ଦୁଝର, ୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟ ପ୍ରାଣୀ ବନଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ସେକ୍ସନ ହାତୀକୁଚା ଗ୍ରାମରେ ବନବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି। ୨ଜଣ କାଠ ମାଫିଆଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୪୦ ହଜାର…

ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଗୁରୁତର: ୨ ଅଫୁଟା ଗୁଳି, ମାଉଜର ଜବତ

ଗଞ୍ଜାମ,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଜୟଶ୍ରୀଛକଠାରେ ଶନିବାର ଭୋରରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ବ୍ରହ୍ମପୁର ଅଞ୍ଚଳ ଗୋଷାଣୀ ନୂଆଗାଁର ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଓରଫ କୋକୋ ଗୁରୁତର ହୋଇଛନ୍ତି। ତେବେ ତାଙ୍କ ବାମଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ…

ଏଚ୍‌ଡିଏଫ୍‌ସି ବ୍ୟାଙ୍କରୁ ଲୁଟ୍‌ ଅଭିଯୋଗ, ତଦନ୍ତ ଆରମ୍ଭ

କୋରୁକୋଣ୍ଡା,୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ତାରଲାକଟା ଗ୍ରାମରେ ଥିବା ଏଚ୍‌ଡିଏଫ୍‌ସି ବ୍ୟାଙ୍କରୁ ଗୁରୁବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ବ୍ୟାଙ୍କ କର୍ମଚାରୀ ପହଞ୍ଚିବା ପରେ ତାଲା ଭାଙ୍ଗି ବାହାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେମାନେ…

ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ, ଜ୍ୱାଇଁ ଗିରଫ

ବାଲିଅନ୍ତା,୧୩ା୯(ଡି.ଏନ.ଏ): ସ୍ତ୍ରୀଙ୍କୁ ଛାଡିବାକୁ ରାଜି ନ ହେବାରୁ ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗରେ ବାଲିଅନ୍ତା ଥାନା ପୋଲିସ ଜ୍ୱାଇଁଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ସଦର ଥାନା ଅଧୀନ ବାଗଲପୁରର ପ୍ରସନ୍ନଜିତ…

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)।…

ଶାଶୁଙ୍କୁ ରକ୍ଷା କରିବାକୁ ଯାଇ ବୋହୂ ଖାଇଲେ ଖଣ୍ଡାଚୋଟ

ଆସିକା,୧୨ା୯(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କର୍ପୂରନୂଆଗାଁ ଗ୍ରାମରେ ଗୁରୁବାର ରାତି ପ୍ରାୟ ୮ଟାରେ ଖଣ୍ଡାଚୋଟରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ଦେବେନ୍ଦ୍ର ପ୍ରସାଦ ବେହେରାଙ୍କ ସ୍ତ୍ରୀ ସନ୍ତୋଷିନୀ। ତାଙ୍କ ବାମ ହାତରେ ଆଘାତ ଲାଗିଥିବାରୁ…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ…

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ କରିଛି। ଗୁରୁବାର ପୋଲିସ କାଠ ଓ ଭ୍ୟାନକୁ ବନବିଭାଗକୁ ହସ୍ତାନ୍ତର କରିଛି। ଫରେଷ୍ଟର ବିବେକାନନ୍ଦ…

ଗୁଧିରାମପଡ଼ାରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ପାଟଣା, ୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ୫ ଦିନ ପରେ ଗୁରୁବାର ଘଟଗାଁ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…

ଦାଦାବଟି ମାଗିବା ସହ ବୋମାମାଡ଼ ମାମଲା : ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୨।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅଞ୍ଚଳରେ ଦାଦାବଟି ମାଗିବା ସହ ଜଣେ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ କରିଥିବା ମାମଲାର ଶୁଣାଣି କରି ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଏସିଜେଏମ୍‌ )ସରୋଜ କୁମାର ଦାସ ପ୍ରମାଣ ଅଭାବରୁ ଅଭିଯୁକ୍ତଙ୍କୁ…

ଟ୍ରେନ୍‌ ଲାଇନ୍‌ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍‌ ଲାଇନ୍‌ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା। ଏଥିସହ ତାଙ୍କର ଗୋଟିଏ ପାଦ କଟି ପଡ଼ିଥିବା ବେଳେ ମୁଣ୍ଡରେ କ୍ଷତଚିହ୍ନ ଥିବା…

ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ

କୋଟଗଡ଼,୧୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଗୁରୁବାର ସକାଳେ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?