ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନ୍ସୁଗାର ଯୋଗାଉଥିବା ସନ୍ତୋଷଙ୍କୁ ଖଣ୍ଡଗିରି ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଗିରଫ କରିଛି।…
ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ
କେନ୍ଦୁଝର, ୧୦ା୯(ଡି.ଏନ୍.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହିତ ୫୦ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ…
ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ
ଜଗତ୍ସିଂହପୁର ଅଫିସ,୧୦।୯: ଜଗତ୍ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ମାମଲାର ବିଚାରକରି ଜଗତ୍ସିଂହପୁର ଏଡିଜେ ତଥା ସ୍ବତନ୍ତ୍ର ପକ୍ସୋ କୋର୍ଟର…
ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
କଟକ ରୋଡ଼,୧୦।୯(ଡି.ଏନ୍.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ରଞ୍ଜିତ ସାହୁ। ତାଙ୍କ ନିକଟରୁ ୨୦ ଗ୍ରାମ୍ ବ୍ରାଉନ୍ସୁଗାର…
ସମ୍ବଲପୁରରେ ଏନ୍କାଉଣ୍ଟର୍: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ
ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ ପୋଲିସ…
ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ
ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ହେଲେ ଗୀତା ଚାମ୍ପିଆ (୩୫)ବର୍ଷ । ସୂଚନାଯୋଗ୍ୟ, ସୋମବାର ରାତିରେ ମୁନା…
ପୁରୀରେ ଡବଲ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ
ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ବ୍ରାଉନସୁଗାର ଓ କୋରେସ୍କ ବ୍ୟବସାୟୀ ବିଶ୍ୱରଞ୍ଜନ ସାହୁ ଓରଫ ବିଶୁ ଏବଂ ବାଲି…
ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର
ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କୁ ଅତି ଶୋଚନୀୟ ଭାବେ…
ନକଲି ମଦ କାରଖାନା ଠାବ, ୪ ଅଟକ
ଦିଗପହଣ୍ଡି,୭ା୯(ଡି.ଏନ୍.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ ମଦ କାରଖାନା ଉପରେ ଚଢାଉ କରିଛି। ଏଠାରୁ ବିପୁଳ ପରିମାଣର ହାତ ରନ୍ଧା…
ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ
ଖଲ୍ଲିକୋଟ,୭।୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ ହୋଇଛନ୍ତି। ନୀଳକଣ୍ଠ ସନ୍ଧ୍ୟା ପ୍ରାୟ ୭ଟାରେ ଗଁା ଦାଣ୍ଡରେ ଛିଡା ହୋଇଥିଲେ। ବାଇକରେ…
ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ
ରୂପ୍ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ…
ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ
ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ଶନିବାର ପର୍ଦ୍ଦାଫାସ ହୋଇଛି। ପୋଲିସ ଏହି ଘଟଣାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

