ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଭବାନୀପାଟଣା,୨୭ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟର ନେହେଲା ଗ୍ରାମରେ ଭବାନୀପାଟଣା ସହର ପୁରୁଣାପଡ଼ାର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନି ଦିନ ପରେ ଠାବ କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ…
ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ
ବ୍ରହ୍ମଗିରି,୨୬ା୫(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର ପୋଲିସ…
କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ
ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫ ହଜାର…
ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ
ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ…
ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ
ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ ଯୁବକଙ୍କୁ…
ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ
ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ…
ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର
ଜୟପୁର, ୨୫।୫(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…
ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ
ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଟେମ୍ପୋ ଡ୍ରାଇଭର ବଡ଼ବିଲ…
ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ
ତିହିଡ଼ି,୨୫ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ…
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ ଅଧିକ ଖୋଳତାଡ଼ କରିବା ଲାଗି ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡ…
୧୫ କେଜି ବାର୍ହା ମାଂସ ଜବତ: ୧ ଗିରଫ, ୩ ଫେରାର
ଓଡ଼ଗାଁ, ୨୫ା୫(ସ୍ବ.ପ୍ର.): ନୟାଗଡ ବନଖଣ୍ଡ ଏବଂ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଗୋଚ୍ଛା ସଂରକ୍ଷିତ ଜଙ୍ଗଲ ସନ୍ନିକଟ ହଳନ୍ଦାପଲ୍ଲୀ ଗ୍ରାମ ନିକଟରୁ ଶନିବାର ସକାଳେ ବନ ବିଭାଗ ୧୫ କେଜି ବାର୍ହା ମାଂସ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ପୋଲିସ…
ବଧୂହତ୍ୟା ଅଭିଯୋଗ
ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୧/୧୯)…
Archives


