ଅପରାଧ

କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

  ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ…

ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ…

ସାତକୋଶିଆରେ ଚଢ଼ାଉ : ଶିକାରୀ ଗିରଫ

ବନ୍ତଳା, ୧ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବନ ବିଭାଗ ଚଢ଼ାଉ କରି ଶିକାର ପାଇଁ ପ୍ରସ୍ତୁତ ହେଉଥିବା କଟକ ନରସିଂହପୁର ଥାନା ଯାନିସାହି ଗ୍ରାମର ଅଶୋକ କୁମାର ପଣ୍ଡାଙ୍କୁ ବୁଧବାର ଗିରଫ ପରେ ଅନୁଗୋଳ କୋର୍ଟଚାଲାଣ କରାଯାଇଛି। ପୂର୍ବରୁ ସାତକୋଶିଆରେ…

ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା

ଧାମନଗର, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ଶନିବାର ସକାଳେ ବଣଘେରା ସ୍ଥାନରେ ମୃତଦେହ ଦେଖି…

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…

ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି ବିଳାସିନୀଙ୍କ…

ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬ ତୋଳା…

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ

ଭୋଗରାଇ,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ ସ୍ବାମୀ ସ୍ତ୍ରୀଙ୍କୁ ଧାରୁଆ ଛୁରୀରେ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି।…

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ କିଛି ଦିନ ତଳେ ବିବାହର ପ୍ରଲୋଭନ ଦେଖାଇ ବେନ୍ଦାଝୋଲା ଗ୍ରାମର ମାନସ ନାଏକ ସାଥୀ…

୧୨ ଚୋରା ବାଇକ ଜବତ: ୨ ଗିରଫ

କଟକ ରୋଡ଼, ୩୧।୫(ଡି.ଏନ୍‌.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳର ପିଣ୍ଟୁ ବେହେରା ଓ କଟକ…

ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍‌ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ

ଯାଜପୁର ରୋଡ୍‌,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍‌ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୮୮କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ…

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର ଜଣେ ଯୁବକ ସାବିନ ବାଗ (୧୯) ଓ ଜଣେ ନାବାଳକ(୧୭)। ୨୯ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri