ପ୍ରେମିକାଙ୍କ ତଣ୍ଟି କାଟି ବିଷ ପିଇଦେଲେ ଯୁବକ, ଆଉ ତା’ ପରେ…
ବଲାଙ୍ଗୀର,୨୨ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟା ବରାହ ଗାଁର ଜଣେ ନାବାଳିକା ଝିଅର ତଣ୍ଟି କାଟି ଜଣେ ଯୁବକ ଫେରାର ହୋଇଯାଇ ଥିବା ପ୍ରକାଶ ପାଇଥିଲା। ନାବାଳିକାଙ୍କୁ ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପରିବାର ଲୋକେ ବଲାଙ୍ଗୀର ଭୀମଭୋଇ…
ଓଡ଼ଗାଁରୁ ବ୍ରାଉନସୁଗାର ଆଣି ଭଞ୍ଜନଗର ଆସୁଥିଲେ ବେପାରୀ, ବିକିବା ପୂର୍ବରୁ ୩ ଜଣଙ୍କୁ ଧରି…
ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଏସ୍ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ପୋଲିସ ପ୍ରାୟ ୩୨ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ…
ପ୍ରେମବିବାହକୁ ପୂରିଲାନି ୫ ମାସ, ଚାଲିଗଲା ନବବଧୂଙ୍କ ଜୀବନ: ହତ୍ୟା ଅଭିଯୋଗ ଆଣି ବାପା କହିଲେ ମୋ’ ଝିଅକୁ…
ଭୋଗରାଇ,୨୨ା୮(ପ୍ରଦୀପ ଦାସ): ବିବାହର ୫ ମାସ ନ ପୂରୁଣୁ ଜଣେ ନବବଧୂଙ୍କୁ ଶାଶୁଘର ଲୋକେ ହତ୍ୟା କରି ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ କରିଥିବାର ମୃତା ମହିଳାଙ୍କ ବାପା ବାଲେଶ୍ୱର ଜିଲା ଭୋଗରାଇ ଥାନାରେ ଗୁରୁବାର ରାତିରେ ଅଭିଯୋଗ କରିଛନ୍ତି। ଅଭିଯୋଗ…
ସାମ୍ନାକୁ ଆସିଲା ବଡ଼ କାରଣ, ଯୁବକ କାହିଁକି କାଟିଲେ ନାବାଳିକାଙ୍କ ତଣ୍ଟି
ବଲାଙ୍ଗୀର,୨୨ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବର୍ହା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମାୟାବର୍ହା ଗାଁର ଜଣେ ନାବାଳିକା ଝିଅର ତଣ୍ଟି କାଟି ଜଣେ ଯୁବକ ଫେରାର ହୋଇଯାଇଛନ୍ତି। ନାବାଳିକାଙ୍କୁ ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପରିବାର…
ବୃଦ୍ଧ ବାପାଙ୍କୁ ନିର୍ମମ ଭାବେ ହତ୍ୟା କରି ଗାତରେ ଫିଙ୍ଗିଦେଲେ ପୁଅ, ଦୁଇଦିନ ପରେ…
ଦେବଗଡ଼,୨୧ା୮(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଲା ଥାନା ଗୋହଡ଼ା ଜାମୁନାଳୀ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଚି। ଜଣେ ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ସଇତାନ ପୁଅ। ଘର ପଛ ପଟେ ଥିବା ଏକ ଗାତରୁ ଗୁରୁବାର ମୃତଦେହ…
୩ ଝିଅଙ୍କୁ ସାଙ୍ଗରେ ନେଇ ମା’ଙ୍କ ଆତ୍ମାହୁତି ଉଦ୍ୟମ, ସ୍ବାମୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରି…
ନିଶ୍ଚିନ୍ତକୋଇଲି,୨୧ା୮(ଅଶୋକ ମହାପାତ୍ର): ୩ ଝିଅଙ୍କ ସହ ଜଣେ ମା’ କିରୋସିନି ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ତେବେ ସ୍ବାମୀଙ୍କ ପରକୀୟା ପ୍ରୀତି ସନ୍ଦେହରେ ୩ ଝିଅଙ୍କ ସହ କିରୋସିନି ଢାଳି ମହିଳା ଜଣକ ଆତ୍ମାହୁତି ଉଦ୍ୟମ କରୁଥିବାବେଳେ ଗ୍ରାମବାସୀ କାବୁକରି ପୋଲିସ…
ଯୁବତୀଙ୍କୁ ଅପହରଣ କରି ବଳାତ୍କାର, ବ୍ଲକ ପଛପଟ ଏକ ଘରୁ ଉଦ୍ଧାର ପରେ…
ଦିଗପହଣ୍ଡି, ୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କୁ ସୋମବାର ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପା ଏନେଇ ପାଟପୁର ଥାନାରେ ଏତଲା ଦେବା ପରେ ଏତଲାକୁ ଭିତ୍ତିକରି…
ପାଟଣାରେ ମାଫିଆ ବେଲଗାମ, ବେଆଇନ ଗଛକଟାକୁ ନେଇ ଡିଏଫ୍ଓଙ୍କ ଚଢ଼ାଉ, ଜବତ କଲେ…
ପାଟଣା,୨୦।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବନ ବିଭାଗର ନିଷ୍କ୍ରିୟତାକୁ ନେଇ ରେଞ୍ଜ ଅଞ୍ଚଳରେ ଏବେ କାଠ ମାଫିଆ ସକ୍ରିୟ ହୋଇପଡିଛନ୍ତି। ଦିନ ଦ୍ୱିପହରରେ ମାଫିଆମାନେ ମେସିନ ଲଗାଇ ଗଛ କାଟି ନେଇ ଚାଲାଣ କରୁଛନ୍ତି। ବନ ବିଭାଗର କିଛି…
ମହିଳା କର୍ମଚାରୀଙ୍କୁ ଅସଦାଚରଣ: ଗିରଫ ପରେ ନିଲମ୍ବିତ ହେଲେ ସହକାରୀ ଶାଖା ପରିଚାରକ
ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ)-ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ, ସୋହେଲାର ଶାଖା ପରିଚାଳକ ପ୍ରଭଞ୍ଜନ ମାଝୀଙ୍କୁ ସୋମବାର ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ସହକାରୀ ଶାଖା ପରିଚାଳକ ପ୍ରିୟଙ୍କା ବାରିକଙ୍କୁ ସୋହେଲା ଶାଖାର ଶାଖା ପରିଚାଳକଭାବେ ଅବସ୍ଥାପିତ କରାଯାଇଛି।…
ବୋହୂଙ୍କ ମାଡ଼ରେ ଶାଶୁ-ଶ୍ୱଶୁରଙ୍କ ସହ ସ୍ବାମୀ…ଥାନାରେ ଏତଲା
ନୀଳଗିରି, ୧୯।୮(ପ୍ରଶାନ୍ତ ବିଶ୍ୱାଳ)-ବାଲେଶ୍ୱର ଜିଲା ନୀଳଗିରି ଥାନା କାଂଶ ପଞ୍ଚାୟତ କୁହ୍ଲାପାଳ ଗାଁରେ ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଓ ସ୍ବାମୀଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…
ଚଳନ୍ତା ଅଟୋରେ ନାବାଳିକାଙ୍କୁ ଅସଦାଚରଣ, ଆଉ ତା’ ପରେ…
କଟକ,୧୮ା୮: ଚଳନ୍ତା ଅଟୋରେ ନାବାଳିକାଙ୍କୁ ଜଣେ ଅଟୋଚାଳକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଅଧାର କରି ଅଭିଯୁକ୍ତ ଅଟୋ ଚାଳକଙ୍କୁ ପୋଲିସ ଗିରଫ କରିଛି। ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରୀ। ଗିରଫ ଅଟୋ ଚାଳକ ଜଗତସିଂହପୁରର…
ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୮ଟି ସ୍ଥାନରେ ଚାଲିଛି…
ଅନୁଗୋଳ,୧୮ା୮(ମାନସ ବିଶ୍ୱାଳ): ଭିଜିଲାନ୍ସ ଜାଲରେ ଅନୁଗୋଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ସୋମବାର ସକାଳେ ତାଙ୍କ ଘରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଅନୁଗୋଳ,…
Archives


