ରେଲଓ୍ବେ ଟ୍ରାକ୍ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିରହିଛି। ଅଜଣା ବ୍ୟକ୍ତିଙ୍କ ପରିଚୟ ଏ ଯାଏ ମିଳି ପାରି ନ ଥିବାବେଳେ,…
୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…
ଗାନ୍ଧୀନଗର,୨।୨: ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ତେବେ ଝିଅଟି କିଛି ଦିନ ତଳେ ଘରୁ ପଳାଇବା…
କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ପଥର କୋଇଲା ବୋଝେଇ ପିକ୍ଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍ଅପ୍କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…
ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ
ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍ରେଜ୍ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…
ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…
ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ କଲେଜ ପଛ ପଟେ ରହୁଥିହା ଭଡ଼ାଘରୁ ଫ୍ୟାନ୍ରେ ଝୁଲନ୍ତା ମୃତଦେହକୁ ବୋଲଗଡ଼ ପୋଲିସ…
ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ
ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ସିପୁ ଜଙ୍ଗଲରେ ଲୁଚିଥିବା ଖବରପାଇ ଅପରେଶନ ଆରମ୍ଭ ହୋଇଥିଲା। ପରେ ତାଙ୍କୁ ଏନକାଉଣ୍ଟର…
ହୁକ ପକାଇ ଅବାଧରେ ବିଦ୍ୟୁତ୍ ଚୋରି, ବିଭାଗ ଜାଣି ଅଜଣା
ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…
ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର
ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…
ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍ର ହେବ ଖୋଳତାଡ଼, ପାଖରୁ ମିଳିଲା…
ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍ ବୋର୍ଡ, ୫ଟି ଟାବଲେଟ, ନକଲି…
କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ…
ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…
ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି
ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…
Archives


