ଅପରାଧ

ବଦନାମରୁ ମୁକୁଳିବାକୁ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି ଅପରାଧ। ସକାଳୁ ରାତି ମାତୁଛନ୍ତି ଅପରାଧୀ। କମିଶନରେଟ ପୋଲିସର ନିଷ୍କ୍ରିୟତାର ସୁଯୋଗ ନେଇ ଗତ କିଛିଦିନ ହେବ ସହରରେ ବଡ଼ ବଡ଼ ଅପରାଧୀ ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛନ୍ତି। ସହରବାସୀ ରାସ୍ତାକୁ ଓହ୍ଲାଇବା ପରେ ବଦନାମ ଛିଟା…

ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍‌କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର କରିିଛି। ଶନିବାର ଭୋର୍‌ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…

ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ

ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଭୁବନେଶ୍ୱରରୁ ଶୁଭେନ୍ଦୁ ମହାପାତ୍ର ପରିବାର ସହ…

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର ଜିଲା ଖଇରା ଥାନା କଡ଼ମିଆଁ ଗ୍ରାମର ବୁଧିରାମ ରାଉତ (୬୦), ମୃଦୁଲତା ରାଉତ (୪୫),…

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ…

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଆର୍‌…

ଅଭିଯୁକ୍ତଙ୍କ ଗିରଫ ଦାବିରେ ଗର୍ଭବତୀ ନାବାଳିକାଙ୍କ ଧାରଣା

ଅଫିସ, ୩।୮: ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳରେ ଗତ ଦୁଇ ମାସ ପୂର୍ବେ ଜନୈକ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ସମ୍ପୃକ୍ତା ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ପୀଡ଼ିତାଙ୍କ…

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…

ରାଜଧାନୀରେ ଡବଲ ଏନ୍‌କାଉଣ୍ଟର, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୪ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଶୁକ୍ରବାର ରାତିରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରଙ୍ଗବଜାରରେ ଏନ୍‌କାଉଣ୍ଟର କରିଛି। ଏଥିରେ ୨ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଅରୁଣ କୁମାର…

ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍‌ ଜବତ

ଜମନକିରା, ୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଶୁକ୍ରବାର ପୋଲିସ…

ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା

ବରଗଡ଼ ଅଫିସ୍‌,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି । ଦିନ ଦ୍ୱିପ୍ରହରରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍‌ ହେଉଥିବାବେଳେ ବିଳମ୍ବିତ ରାତ୍ରିରେ ଘରେ…

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?