ଅପରାଧ

୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ

ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍‌ପି ଉମେଶ ଚନ୍ଦ୍ର…

ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଭଟିଆ…

୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ

ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା ହରିଣ ମାଂସ ଓ ଚମଡ଼ା ଜବତ କରାଯାଇଥିବା ସାତକୋଶିଆ ଡିଏଫ୍‌ଓ ରାମାସ୍ବାମୀ ସୂଚନା ଦେଇଛନ୍ତି।…

ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ ପୁଣି ଜଣେ ମହିଳା ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ହତ୍ୟାକାଣ୍ଡ ଭଳି ମହିଳାଙ୍କ ବେକକୁ…

୧୧ ଡ୍ୟାନ୍ସ ବାର୍‌ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ

ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍‌ ଉପରେ ହଠାତ୍‌ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍‌ରେ ଥିବା ୧୧ ଡ୍ୟାନ୍ସ ବାରରେ ଚଢାଉ କରି ୯୬ ଜଣ ଯୁବତୀଙ୍କୁ ଉଦ୍ଧାର କରିଥିଲା। ତେବେ ସବୁଠାରୁ…

କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ୭୨ ଘଣ୍ଟା ପରେ ବି ଅନ୍ଧାରରେ ପୋଲିସ, ଲୋକେ ଭୟଭୀତ

କଟକ ଅଫିସ,୨୮।୭: କଟକରେ ୨୪ ଘଣ୍ଟା ମଧ୍ୟରେ ୩ଜଣ ଦିନମଜୁରିଆଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାକୁ ଇତିମଧ୍ୟରେ ୭୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପତ୍ତା ପାଇବା ତ ଦୂରର କଥା ପୋଲିସ କେବଳ ଅନ୍ଧାରରେ ବାଡ଼ି…

ଦୁଇ ମହିଳା ଏସ୍‌ଆଇଙ୍କୁ ମାଡ଼, ଦୁଇ ଯୁବକ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଛକରେ ଖାରବେଳନଗର ଥାନାର ଦୁଇଜଣ ମହିଳା ଏସ୍‌ଆଇଙ୍କୁ ୩ଜଣ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିଛନ୍ତି। ଏ ନେଇ ଆକ୍ରମଣର ଶିକାର ହୋଇଥିବା ଜଣେ ଏସ୍‌ଆଇ ମଧୁସ୍ମିତା କର କ୍ୟାପିଟାଲ ଥାନାରେ…

୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ…

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀର ମୁଣ୍ଡାଙ୍କ ସ୍ତ୍ରୀ ବେଲ ମୁଣ୍ଡା(୪୪)।…

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା କେନ୍ଦ୍ରରୁ ୩ ଜଣ ଦୁର୍ବୃତ୍ତ ବନ୍ଧୁନ ମୁନରେ ୩୬ ହଜାର ଟଙ୍କା, ୩ ଟି…

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ ୩ ଲକ୍ଷ ଟଙ୍କା ସହ ଗୋଟିଏ ମାରୁତି କାରକୁ ମଧ୍ୟ ଲୁଟି ନେଇଛନ୍ତି…

ମାରଣାସ୍ତ୍ର ଦେଖାଇ ଯୁବକଙ୍କୁ ଅପହରଣ : ପୂର୍ବ ଶତ୍ରୁତା ସନ୍ଦେହ

ପୁରୀ ଅଫିସ, ୨୬।୭: ପୁରୀ ସଦର ଥାନା ଅଧୀନ ଗଡଭିଙ୍ଗୁରା ଛକରୁ ବୁଧବାର ଜଣେ ଯୁବକଙ୍କୁ ଅପହରଣ କରି ନିଆଯାଇଛି। ସେ ହେଲେ ନୂଆଗାଁର ଅଜୟ ବେହେରା। ଗୁରୁବାର ବାଲିଘାଇ ଫାଣ୍ଡି ଏବଂ ସଦର ଥାନାରେ ଏ ନେଇ ପୃଥକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?