ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ
ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍ ୧ ତାରିଖରେ ମୁଖ୍ୟ ମନ୍ଦିରରୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ୩ ସୁନା ଚିତା…
ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ
ସାକ୍ଷୀଗୋପାଳ,୧୬।୭(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସୁବଳ ବେହେରା, ଶଙ୍କର ବେହେରା, ଭିକାରୀ ବେହେରା, ହରିହର ବେହେରା, ସଦାଶିବ ବେହେରା,…
ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୭ରେ ଜିଲା ବନ୍ଦ ଡାକରା, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚିନ୍ତାରେ ପୋଲିସ
କେନ୍ଦ୍ରାପଡା ଅଫିସ, ୧୬ା୭- ଗତ ୧୩ ତାରିଖ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ସହରର ଦଣ୍ଡାମୁଣ୍ଡ ଛକଠାରେ ଗୁଳିମାଡ଼ ଘଟଣା ଜିଲା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି ା ଘଟଣାର ୪୮ ଘଣ୍ଟା ବିତିଥିଲେ ମଧ୍ୟ ଅପରାଧୀଙ୍କ ସୁରାକ ମିଳିନାହିଁ…
ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ
ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍ର ଝରକା କାଚ ଭାଙ୍ଗିବା ସହ କର୍ମଚାରୀଙ୍କୁ ଧମକଚମକ ଦେଇଛନ୍ତି। ଏଥିସହ ରାସ୍ତା ଉପରୁ ଇଟା ମାଡ଼ କରିବା…
ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ
ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା ଲୁଟ୍ ହୋଇଥିଲା। ଏହି ମାମଲାରେ ଜଡ଼ିତ ୭ଜଣ ଅପରାଧୀ ଗଞ୍ଜାମ କନ୍ଧମାଳ ଜିଲା ସୀମାବର୍ତ୍ତୀ…
ଖଲ୍ଲିକୋଟ କଲେଜ ଏମ୍ସିଏ ଛାତ୍ରୀ ତୃପ୍ତିମୟୀ ପଣ୍ଡା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଚିଙ୍କାରା ଗିରଫ, ଆନ୍ଧ୍ର ପୋଲିସକୁ ହସ୍ତାନ୍ତର
ଛତ୍ରପୁର,୧୫।୭(ଡି.ଏନ୍.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜର ଏମ୍ସିଏ ଛାତ୍ରୀ ତଥା ଛତ୍ରପୁରର ବିବେକାନନ୍ଦ ପଣ୍ଡାଙ୍କ ଝିଅ ତୃପ୍ତିମୟୀଙ୍କୁ ୨୦୧୬ ଅଗଷ୍ଟ ୨୫ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଛତ୍ରପୁର ଷ୍ଟେଶନ ରୋଡ୍ର ଚିଙ୍କାରା ବେହେରାଙ୍କୁ…
ଘରୋଇ କଳହକୁ ନେଇ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ
ଚୌଦ୍ୱାର, ୧୫।୭(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ମା’ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ମହିଳା ହେଲେ…
ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍
ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ…
ଚମ୍ପୁଆରୁ ଝାଡ଼ଖଣ୍ଡକୁ ଚୋରାଚାଲାଣ, କାର୍ରୁ ୮୦ କେଜି ଗଞ୍ଜେଇ ଜବତ
କେନ୍ଦୁଝର,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ପୋଲିସ ସୋମବାର ୮୦ କେଜି ଗଞ୍ଜେଇ ଜବତ କରିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ାଉ କରି ଏକ କାର୍ରୁ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି। ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି।…
ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ
ବରଗଡ଼ ଅଫିସ୍,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର ଡେପୁଟି…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ ମୁଣ୍ଡାଙ୍କୁ ହତ୍ୟା କରାଯାଇଛି । ଗ୍ରାମର ୭ ଜଣ ଲୋକ ମିଶି ଦୀନବନ୍ଧୁଙ୍କୁ…
ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ…

