ଅପରାଧ

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…

ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…

ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…

ହାଇଦ୍ରାବାଦର କଫସିରପ୍‌, ଗୁଜରାଟରେ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍‌ ଜବତ ଘଟଣାର ଲିଙ୍କ୍‌ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି। ଏହି ବେଆଇନ କାରବାରର ମାଷ୍ଟରମାଇଣ୍ଡ ଗୁଜରାଟରେ ରହି ଓଡ଼ିଶାକୁ କଫ୍‌ସିରପ୍‌ ପଠାଉଥିଲେ। ଉକ୍ତ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍‌ ଜବରଦସ୍ତ…

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ ପାସ୍‌ ପରେ ଶିଶୁ ଗୃହର ଅନ୍ତେବାସୀମାନେ ବାରକୋଟସ୍ଥିତ ସରକାରୀ ଆଇଟିଆଇରେ ବୈଷୟିକ ଶିକ୍ଷା…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଖଡ଼ିକାପଦା ଅଞ୍ଚଳରେ ଏକତରଫା ପ୍ରେମ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବାରେ ପୋଲିସର ମୁଖ୍ୟ ଭୂମିକା ରହିଛି। ତେଣୁ ପୋଲିସ ବର୍ତ୍ତମାନଠାରୁ…

ଛାତିଥରା ଘଟଣା; ଛୁଆଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ମା’, ସ୍ବାମୀଙ୍କୁ ଫୋନ୍ କରି କହିଲେ ମୁଁ ଆଉ…

ନୂଆଦିଲ୍ଲୀ,୧୬।୪: ଗୁଜୁରାଟର ସୁରତ ସହରରୁ ଏକ ଗଭୀର ଦୁଃଖଦ ଏବଂ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ମା’ ତାଙ୍କ ଦୁଇ ନିର୍ଦ୍ଦୋଷ ଝିଅଙ୍କୁ ବିଷ ପିଆଇବା ପରେ ଆତ୍ମହତ୍ୟା କରିଛନ୍ତି । ଏହି ଘଟଣା କେବଳ ପରିବାରକୁ ନୁହେଁ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ। ବାପାଙ୍କ ଏଭଳି ଜଘନ୍ୟ କାମକୁ ୪ ବର୍ଷର ପୁଅ ସହି ନ ପାରି…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଥମେ ଭୂତ-ପ୍ରେତ ଭୟ ଦେଖାଇ ମହିଳାଙ୍କୁ ଫସାଇଦେଇଥିଲେ ଏବଂ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୨ ଜଣ ଜୁୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି ଯୁବକ ନାଳ ନିକଟକୁ ଶୌଚ କରିବାକୁ ଯିବା ବେଳେ ଏକ ମୃତଦେହ ପଡ଼ି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?