ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି
ହିଞ୍ଜିଳିକାଟୁ,୩୧।୫(ଡି.ଏନ୍.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬ ତୋଳା…
ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ
ଭୋଗରାଇ,୩୧।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ ସ୍ବାମୀ ସ୍ତ୍ରୀଙ୍କୁ ଧାରୁଆ ଛୁରୀରେ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି।…
ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ
ଭବାନୀପାଟଣା, ୩୧।୫ (ଡି.ଏନ୍.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ କିଛି ଦିନ ତଳେ ବିବାହର ପ୍ରଲୋଭନ ଦେଖାଇ ବେନ୍ଦାଝୋଲା ଗ୍ରାମର ମାନସ ନାଏକ ସାଥୀ…
୧୨ ଚୋରା ବାଇକ ଜବତ: ୨ ଗିରଫ
କଟକ ରୋଡ଼, ୩୧।୫(ଡି.ଏନ୍.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳର ପିଣ୍ଟୁ ବେହେରା ଓ କଟକ…
ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ
ଯାଜପୁର ରୋଡ୍,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୮୮କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ…
ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ
ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର ଜଣେ ଯୁବକ ସାବିନ ବାଗ (୧୯) ଓ ଜଣେ ନାବାଳକ(୧୭)। ୨୯ ତାରିଖ…
ଅବକାରୀ ବିଭାଗ ପକ୍ଷରୁ ଚଢାଉ: ୩ ଗିରଫ
ବଇଣ୍ଡା,୩୦।୫(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗୁରୁବାର ଠାକୁରଗଡ଼ ଥାନା ଗୋପିନାଥପୁର ଗ୍ରାମରେ ଚଢାଉ କରି ୪୦ ଲିଟର ଦେଶୀ ମଦ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ନରେନ୍ଦ୍ର ବେହେରା, ସୁମିତ୍ରା ମାଝି, ଶୁକଦେବ ପ୍ରଧାନ।…
ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ
ମୁନିଗୁଡ଼ା,୩୦।୫(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ…
ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ
ଦିଗପହଣ୍ଡି,୩୦।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଭାଟିରେ ମଦ ପ୍ରସ୍ତୁତ କରୁଥିବା…
ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଭବାନୀପାଟଣା,୩୦ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର…
୫ ନାବାଳକଙ୍କୁ ଧରିଲା ବଡ଼ ବଜାର ପୋଲିସ: ୩ ମୋବାଇଲ ଜବତ
ବ୍ରହ୍ମପୁର ଅଫିସ,୨୯।୫- ଚୋରି ଅଭିଯୋଗରେ ବଡବଜାର ପୋଲିସ ବୁଧବାର ୫ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଧରିଛି। ସେମାନଙ୍କ ନିକଟରୁ ୩ ମୋବାଇଲ, ୨ ବ୍ଲୁ ଟୁଥ୍ ଓ ୫ ଇଅର ଫୋନ୍ ଜବତ କରାଯାଇଛି । ମାମଲା ନଂ(୮୭/୧୯) ଅନୁଯାୟୀ…
ଭୁବନରେ ନକଲି ମଦ ତିଆରି କାରଖାନା ଠାବ: ବିପୁଳ ପରିମାଣର ସାମଗ୍ରୀ ଜବତ, ୪ ଅଭିଯୁକ୍ତ ଗିରଫ
ଭୁବନ, ୨୯।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ କରାଯାଇ ଭୁବନ ଏନ୍ଏସିର ୩ ନଂ ଓାର୍ଡରୁ ବିପୁଳ ପରିମାଣର ନକଲି ମଦ, ସାମଗ୍ରୀ ଜବତ…
Archives


