ଅପରାଧ

୧୦ ମାସରେ ଜବତ ହୋଇଛି ୧୦ ମୃତଦେହ : ମୃତକଙ୍କ ପରିଚୟ ପାଉନି ପୋଲିସ

କଟକ ଅଫିସ,୮।୭ : ଗତ ୧୦ ମାସ ମଧ୍ୟରେ କଟକରେ ୧୦ରୁ ଊର୍ଦ୍ଧ୍ୱ ମୃତଦେହ ଜବତ କରିଛି ପୋଲିସ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ହତ୍ୟା କରି ପକାଇ ଦେଇଥିବା ସନ୍ଦେହ କରାଯାଉଛି। ହେଲେ ଏହି ସବୁ ଘଟଣାରେ ଅଭିଯୁକ୍ତଙ୍କୁ ଧରିବା…

ସିନ୍ଦୂର ପିନ୍ଧାଇ ବଳାତ୍କାର କରିବା ଘଟଣାର ଭିନ୍ନମୋଡ଼ : ଟଙ୍କା ପାଇଁ ବ୍ଲାକ୍‌ମେଲ୍‌ କରୁଛନ୍ତି ଯୁବତୀ

ଭୁୁବନେଶ୍ୱର,୮।୭(ବ୍ୟୁରୋ) : ଜଣେ ଯୁବତୀଙ୍କୁ ମଥାରେ ସିନ୍ଦୂର ଦେଇ ବଳାତ୍କାର ହୋଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବାବେଳେ ଏବେ ଏହି ଘଟଣା ଭିନ୍ନମୋଡ଼ ନେଇଛି। ଯୁବତୀ ଜଣକ ତାଙ୍କୁ…

ଶ୍ରୀମନ୍ଦିରରେ ଭକ୍ତଙ୍କଠାରୁ ଚୋରି, ୪ଗିରଫ

ପୁରୀ ଅଫିସ,୮।୭ : ଶ୍ରୀମନ୍ଦିରରେ ଭକ୍ତଙ୍କ ଠାରୁ ଚୋରି ଅଭିଯୋଗରେ ସିଂହଦ୍ୱାର ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲେଶ୍ୱରର ସତ୍ୟାନନ୍ଦ ଲେଙ୍କା(୪୫), ନୟାଗଡର ଇଟାମାଟିର ଆଲୋକ କୁମାର ମଲ୍ଲିକ(୨୦), ପଶ୍ଚିମବଙ୍ଗ ଉତ୍ତର ଚବିଶ ପ୍ରଗଣାର…

ଜେଲ ଗଲେ ୪ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର/ଜଟଣୀ/ଯାଁଳା, ୮।୭(ବ୍ୟୁରୋ/ଡି.ଏନ୍‌.ଏ.) : ଇଞ୍ଜିନିୟରିଂ ପାଠ ପଢି ହାଇଟେକ ଉପାୟରେ ଲୁଟ କରୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ଜଟଣୀ ଥାନା ପୋଲିସ। ସେମାନଙ୍କ ନିକଟରୁ କଟୁରି, ଭୁଜାଲି, ଦୁଇଟି ବାଇକ, ୫ଟି ମୋବାଇଲ୍‌ ସହ…

ହୋଟେଲ ମାଲିକଙ୍କୁ ଗଳାକାଟି ହତ୍ୟା

କୋରେଇ,୮।୭(ସ୍ବ.ପ୍ର.): ଯାଜପୁର ଜିଲା ଏସ୍‌ପି ଅଫିସ୍‌ଠାରୁ ମାତ୍ର ୨୦୦ ମିଟର ଦୂର ପାଣିକୋଇଲି ବଜାରରେ ଥିବା ଏକ ହୋଟେଲରୁ ପୋଲିସ ରବିବାର ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ହୋଟେଲ ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସ୍ଥାନୀୟ ପାଣିକୋଇଲି ଗ୍ରାମର…

ଡକାୟତି ଉଦ୍ୟମ ପଣ୍ଡ : ୫ କୋର୍ଟ ଚାଲାଣ,୩ ଫେରାର

ସୋରଡ଼ା,୭।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାଠିପଡ଼ା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ୮ ଜଣିଆ ଡକାୟତ ଦଳ ମଧ୍ୟରୁ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଆଉ ୩ ଜଣ ଫେରାର ହୋଇଯାଇଛନ୍ତି। ଥାନାଧିକାରୀ ପ୍ରଭାତ ସାହୁଙ୍କ ସୂଚନା…

ମାଉଜର ଦେଖାଇ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ/ ବାଲୁଗାଁ,୭।୭ (ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ବାଣପୁର ଥାନା କୁମାରଙ୍ଗ ରୋଡ୍‌ର ବଡ଼ଶଙ୍ଖଠାରେ ରବିବାର ପୂର୍ବାହ୍ନରେ ମାଉଜର ଦେଖାଇ ଦୁର୍ବୃତ୍ତମାନେ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ୮୦୮ ଟଙ୍କା ଲୁଟ୍‌ କରିନେଇଛନ୍ତି। ବାଣପୁର ଅଞ୍ଚଳର ଘରୋଇ…

ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ ଗତ ଶୁକ୍ରବାର ପୋଲିସ ଗିରଫ କରି ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରିଛି। ପୋଲିସ ସୂଚନା…

ବଲାଙ୍ଗୀର ଅଞ୍ଚଳରୁ ଜାଲ ନୋଟ ଜବତ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୫।୭: ବଲାଙ୍ଗୀର ଜିଲା ଚନ୍ଦନଭାଟି ଫାଣ୍ଡି ପୋଲିସ ଶୁକ୍ରବାର ଚନ୍ଦନଭାଟି ଗ୍ରାମର ଜଣେ ଯୁବକଙ୍କ ନିକଟରୁ ୩ଟି ଶହେ ଟଙ୍କିଆ ଜାଲ ନୋଟ ଜବତ କରିଛି। ସେ ହେଲେ ପିଣ୍ଟୁ ମହାକୁର। ପୋଲିସ ପିଣ୍ଟୁଙ୍କୁ ଅଟକ ରଖି ପଚରାଉଚରା…

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ, ଭ୍ୟାନିଟି…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ ୧୫ଜଣଙ୍କୁ ଗିରଫ କରିଛି। ଶହୀଦନଗର ଥାନା ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟଚାଲାଣ କରିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?