ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ
ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର ଜନାର୍ଦ୍ଦନ ନାହାକ ଓରଫ ଦନା (୪୧) ଓ ସହଯୋଗୀ ଉକ୍ତ କଲେଜର ପୂର୍ବତନ ଛାତ୍ର…
ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ
ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ ୨୫…
ଆକାଉଣ୍ଟ ହ୍ୟାକ୍ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ
ବରଗଡ଼ ଅଫିସ୍,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର ବ୍ୟାଙ୍କ…
ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍,୨ ବାଇକ୍, ବନ୍ଧୁକ ଜବତ
ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍ ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍ ସହ ଅପହରଣ କରି ନେଉଥିବାବେଳେ ଦୁର୍ଘଟଣା ଯୋଗୁ ସଫଳ ହୋଇପାରି ନ ଥିଲେ। ଏହି ଘଟଣାରେ…
ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା
କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍ ପକ୍ଷରୁ ସାହୁଙ୍କ…
ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ
ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ ପାଇଁ…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍ସିସି ଶିକ୍ଷକ ମୋହନ ବନଛୋରଙ୍କ ଘରେ ଚଢ଼ାଉ କରାଯାଇଛି। ପଦ୍ମପୁର କଲେଜ ଛକସ୍ଥିତ ଶିକ୍ଷକ ବନଛୋରଙ୍କ ବାସଭବନ ସମେତ…
ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ
କଟକରୋଡ୍, ୧ା୭(ଡି.ଏନ୍.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର…
ଖୋର୍ଦ୍ଧାରେ ଏସ୍ଟିଏଫ୍ର ଏନ୍କାଉଣ୍ଟର ଘଟଣା : ଦୁଇ ମୋଷ୍ଟଓ୍ବାଣ୍ଟେଡ୍ଙ୍କୁ ଧରିବାକୁ ଚଢ଼ାଉ ଜୋର୍ଦାର
ଭୁବନେଶ୍ୱର,୧।୭ (ବ୍ୟୁରୋ) : ଖୋର୍ଦ୍ଧା ଏଲ୍ଆଇସି ପଡ଼ିଆରେ ଶନିବାର ରାତିରେ ଚଢ଼ାଉ ସମୟରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ସହ ଅପରାଧୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ଗୁଳିବର୍ଷା ପରେ ପଛଘୁଞ୍ଚା ଦେଇଥିଲା ପୋଲିସ୍ର ମୋଷ୍ଟ ଓ୍ବାଣ୍ଟେଡ୍ ଥିବା ସଞ୍ଜୟ ଓ ଅନିଲ…
ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ
କଟକ ରୋଡ,୧ା୭(ଡି.ଏନ୍.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ ପାଇପାରି ନାହିଁ। ଘଟଣାର କିଛିଦିନ ପର୍ଯ୍ୟନ୍ତ ତଦନ୍ତ ଜୋରସୋର ହେବା ପରେ କୌଣସି ତଥ୍ୟ…
ଟ୍ରେନରୁ ଧରାପଡ଼ିଲେ ୨ ନାବାଳକ ଲୁଟେରା
ବାଲେଶ୍ୱର ଅଫିସ, ୧।୭-ଏକ ନାବାଳକ ଲୁଟେରା ଗ୍ୟାଙ୍ଗ ଦ୍ୱାରା ଚଳନ୍ତା ରେଳଗାଡ଼ିରୁ ମୋଇବାଲ ଫୋନ୍ ଚୋରି ଘଟଣା ପଦାକୁ ଆସିଛି। ଏହି ସୂଚନାକୁ ଆଧାର କରି ରେଲବାଇ ପୋଲିସ ତନାଘନା ଚଳାଇଛି। ଶନିବାର ରାତି ପ୍ରାୟ ଦେଢଟା ସମୟରେ ଅପ୍ ଲାଇନରେ…
ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ସ୍ବାମୀ
ଧର୍ମଗଡ଼,୩୦।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା କପୁରମାଳ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା କରିବାପରେ ସ୍ବାମୀ ନିକଟରେ ଥିବା ଏକ ଗଛରେ ଚଢିଯାଇ ଆତ୍ମହତ୍ୟା ଧମକ ଦେଇଛନ୍ତି। ମୃତ…

