ନିଶାଦିଆ ଲୁଟେରାଙ୍କୁ ଧରିବାରେ ପୋଲିସ ନିଷ୍କ୍ରିୟ: ପୁଣି ଶିକାର ହେଲେ ୩ ଯାତ୍ରୀ
ଭୁବନେଶ୍ୱର,୧୯ା୫(ବ୍ୟୁରୋ)-ବାରମ୍ବାର ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ନିଶାଦିଆ ଲୁଟେରାଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଦିନକୁ ଦିନ ରାଜଧାନୀର ବରମୁଣ୍ଡା ବସ୍ଷ୍ଟାଣ୍ଡ୍, ରେଲ୍ଓ୍ବେ ଷ୍ଟେଶନରେ ଲୁଟପାଟ୍ ବଢ଼ିଚାଲିଛି। ଶନିବାର ପୁଣି ୩ଜଣ ଯାତ୍ରୀଙ୍କୁ ନିଶା ଦେଇ ହଜାର ହଜାର…
ରାଜଧାନୀ ଓଭରବ୍ରିଜ୍ରେ ମାତିଲେ ଲୁଟେରା: ଅଧଘଣ୍ଟାରେ ସିରିଜ୍ ଲୁଟ୍; ଚେନ୍, ଭ୍ୟାନିଟି ଝାମ୍ପିନେଲେ;ଦୁଇ ମହିଳାଙ୍କ ମୁଣ୍ଡ ଫାଟିଲା
ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଛି ଲୁଟେରା ଗ୍ୟାଙ୍ଗ୍। ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ହୋଇଥିବା ସିରିଜ ଲୁଟ୍ ମାମଲାରେ ପୋଲିସ ଏଯାଏ ଲୁଟେରାଙ୍କୁ ଠାବ କରିପାରି ନ ଥିବାବେଳେ ଶନିବାର ଅଧଘଣ୍ଟା ଭିତରେ ଜାତୀୟ ରାଜପଥରେ ଏକାଧିକ ଲୁଟ୍ ହୋଇଛି। ରସୁଲଗଡ…
ଦେଶୀ ମଦ ଜବତ, ଜଣେ ଗିରଫ
ଦିଗପହଣ୍ଡି,୧୮ା୫(ଡି.ଏନ୍.ଏ.): ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ପାନ ଦୋକାନରେ ଦେଶୀ ମଦ ବିକ୍ରି କରୁଥିବା ସୀମାଞ୍ଚଳ ପାତ୍ରଙ୍କୁ ଶନିବାର ପୋଲିସ କୋର୍ଟଚାଲାଣ କରିଛି। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ ଦୋକାନ ପାଖରେ ଏକ ଜରି ବ୍ୟାଗ ଧରି ଠିଆ ହୋଇଥିଲେ। ପୋଲିସ ଏସ୍ଆଇ…
ଖୋର୍ଦ୍ଧାରେ ଏନ୍କାଉଣ୍ଟର : ୨ ଅପରାଧୀ ଗୁରୁତର
ଖୋର୍ଦ୍ଧା ଅଫିସ/ବେଗୁନିଆ,୧୮ା୫ (ଡି.ଏନ.ଏ.): ଖୋର୍ଦ୍ଧା ଜିଲା ପୋଲିସ ପକ୍ଷରୁ ବେଗୁନିଆ ଥାନା ଅନ୍ତର୍ଗତ ତାଳଚୁଆ ପାହାଡ଼ ନିକଟରେ ଶନିବାର ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୨ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଛି। ଜଣେ ହେଲେ ବେଗୁନିଆ ଥାନା…
ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା
ଆସିକା,୧୭।୫(ଡି.ଏନ୍.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ ନାଇକ(୨୪)। ଗଗନ ନିଜ ଗ୍ରାମଠାରୁ ଅଧାକିଲୋମିଟର ଦୂରରେ ଥିବା ଝରଣା ନାଳକୁ ମାଛ…
ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ
ଖଲ୍ଲିକୋଟ,୧୭।୫(ଡି.ଏନ୍.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶୁକ୍ରବାର ତାଙ୍କର ମୃତ୍ୟୁ…
୨୦୧୭ରେ ନୂଆସାହି ବଜାରରୁ ବୋଲୋରୋ ଚୋରି ଘଟଣା: ଦୁଇ ବର୍ଷ ପରେ ଅଭିଯୁକ୍ତ ଗିରଫ
କପ୍ତିପଦା,୧୭।୫(ଡି.ଏନ୍.ଏ.): ୨୦୧୭ ମସିହାର ଏକ ବୋଲେରୋ ଚୋରି ଘଟଣାରେ କପ୍ତିପଦା ପୋଲିସକୁ ସଫଳତା ମିଳିଛି। ଦୀର୍ଘ ଦୁଇ ବର୍ଷ ପରେ ପୋଲିସ ଅଭିଯୁକ୍ତ ଠାକୁରମୁଣ୍ଡା ଥାନା ଅଧୀନ ଖୁଣ୍ଟାପୋଷୀ ଗ୍ରାମର ଭୀମସେନ ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିଭଳି…
କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
କଟକ ରୋଡ୍,୧୭।୫(ଡି.ଏନ୍.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ ୫୩…
ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା ପୋଲିସ…
୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା
ଜୟପୁର,୧୪ା୫(ଡି.ଏନ୍.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ ବାହାର ରାଜ୍ୟରେ କାମ କରିବାକୁ ଚାଲିଯାଇଛନ୍ତି। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ତଥା…
ଅସରଳା ଗ୍ରାମରେ ୫ ଘରେ ପଶିଲେ ଚୋର: ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନା, ରୁପା, ପିତଳ, କଂସା ବାସନ
ବୋଲଗଡ଼,୧୪।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଚୋରମାନେ ଗ୍ରାମର ୫ ଜଣଙ୍କ ଘରେ ପଶିଥିବା ଜଣାପଡ଼ିଛି। ତେବେ ଗ୍ରାମର ଶ୍ରୀନିବାସ ସ୍ବାଇଁ ଏବଂ ତାଙ୍କ ଭାଇଙ୍କ ଘରୁ ପ୍ରାୟ…
ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା
କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ କୁମାର…
Archives


