ଅପରାଧ

ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି। ସେ ହେଲେ ଅନୁଗୋଳ ଥାନା ଅନ୍ତର୍ଗତ ଶାବଳଭଙ୍ଗା କରଞ୍ଜ ସାହି ଗ୍ରାମର ଡମ୍ବରୁ…

ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ପୌରାଞ୍ଚଳ ୪…

ପିତା ହତ୍ୟାକାରୀ ପୁଅଙ୍କୁ ଆଜୀବନ ଜେଲ୍‌

ଆନନ୍ଦପୁର, ୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ୨୦୧୬ ମସିହାରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ପିତା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ଗ୍ରାମର…

ସ୍ତ୍ରୀଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରି ସ୍ବାମୀଙ୍କ ଆତ୍ମହତ୍ୟା

ଆନନ୍ଦପୁର,୨୬।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ବାରିଗାଁ ଗ୍ରାମରେ ଏକ ଅଭାବନୀୟ ଘଟଣାକ୍ରମରେ ବୃଦ୍ଧ ସ୍ବାମୀ ନିଜ ପତ୍ନୀଙ୍କୁ ଏକ ଭୁଜାଲିରେ ଆକ୍ରମଣ କରି ବିଷପିଇ ଆତ୍ମହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମୃତ ସ୍ବାମୀ ହେଲେ ନବଘନ ସାହୁ(୬୫)।…

ଫ୍ଲାଟ୍‌ ଦେବା ନାଁରେ ନାଭି ଅଫିସରଙ୍କଠାରୁ ୭୧ଲକ୍ଷ ଠକେଇ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ଫ୍ଲାଟ ଦେବାକୁ କହି ଏକ ବିଲ୍ଡର ସଂସ୍ଥା ଜଣେ ମର୍ଚ୍ଚାଣ୍ଟ ନାଭି ଅଫିସରଙ୍କଠାରୁ ୭୧ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ‘ଓଡିଶା ହୋମ୍‌ ଆଣ୍ଡ କମର୍ସିଆଲ ନାମକ ଏକ ବିଲ୍ଡର ସଂସ୍ଥା ନାମରେ ନୟାପଲ୍ଲୀ ଥାନାରେ ଅଭିଯୋଗ…

ଖଣ୍ଡାରେ ହାଣି ବୃଦ୍ଧଙ୍କୁ ହତ୍ୟା, ହତ୍ୟାକାରୀଙ୍କ ଆତ୍ମ ସମର୍ପଣ

ପୁରୁଷୋତ୍ତମପୁର,୨୫।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଧୋବାଡି ପାଟପୁର ଗ୍ରାମରେ ମଙ୍ଗଳବାର ଜଣେ ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ ସେହି ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ (୬୦)। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଧୋବାଡି ପାଟପୁର ଗ୍ରାମର…

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା ମୁଖ୍ୟ ବଜାର ଜନତା ନିବାସ ଗଳିରେ ପ୍ଲାଣ୍ଟସାଇଟ ପୋଲିସ ପକ୍ଷରୁ ଚଢ଼ାଉ ସମୟରେ…

ଉଦଳା ଜଳସେଚନ ବିଭାଗ ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଉଦଳା, ୨୫।୬(ଡି.ଏନ୍‌.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଭିଜିଲାନ୍ସ ଚଢ଼ାଉ କରିଛି। ଉଦଳା ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରିରହିଛି।

୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା ଅବକାରୀ ବିଭାଗ କର୍ମଚାରୀ ଗୁରୁଜଙ୍ଗ ଦେୱାନସାହି ଉପରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉକରି ୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଖୋର୍ଦ୍ଧା ସହର ମଠସାହିର ଛବିନ୍ଦ୍ର ପ୍ରଧାନ…

ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ…

୫ବର୍ଷର ଶିଶୁପୁତ୍ରଙ୍କୁ ହତ୍ୟା କଲେ ପିତା

ସୁନ୍ଦରଗଡ଼,୨୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲାର ବନ୍ଧମୁଣ୍ଡା ଥାନା ଆର୍‌ଏସ କଲୋନୀରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ୫ ବର୍ଷର ପୁଅଙ୍କୁ ଛୁରୀ ଭୁଷି ହତ୍ୟା କରିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଏହା ଚାଞ୍ଚଲ୍ୟ ସୃଷ୍ଟି…

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍‌ଟା କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?