ଅପରାଧ

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍‌ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ ପାଇଁ…

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସବ୍‌ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛନ୍ତି।…

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା ଗ୍ରାମର…

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ…

ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର

ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ ନକୁଳ…

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ ନିରୋଧ…

୪ ହାଇଓ୍ବେ ଲୁଟେରା ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ…

ଟ୍ରେନ୍‌, ଷ୍ଟେଶନରେ ବଢୁଛି ଚୋରି, ଲୁଟ୍‌: ୪୪ ମୋବାଇଲ୍‌ ଜବତ, ୫ ଗିରଫ

ଜଟଣୀ,୨୦ା୬(ଡି.ଏନ.ଏ.): ଟ୍ରେନ୍‌ରୁ ଯାତ୍ରୀଙ୍କଠାରୁ ମୋବାଇଲ୍‌ ଲୁଟ୍‌ କରିବା ଘଟଣାରେ ୫ ଅଭିଯୁକ୍ତଙ୍କୁ ଖୋର୍ଦ୍ଧାରୋଡ଼ ଜିଆର୍‌ପି ଓ ଆର୍‌ପିଏଫ୍‌ ଗିରଫ କରିଛନ୍ତି। ଏଥିରେ ୨ ଅଭିଯୁକ୍ତ ରହିଥିବା ବେଳେ ଚୋରି ମୋବାଇଲ୍‌ ରଖିଥିବା ୩ ଅଭିଯୁକ୍ତଙ୍କୁ ଗିରଫ ପରେ ଗୁରୁବାର କୋର୍ଟ ଚାଲାଣ…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌

ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ଥାନା ହିମିତିରା ଜଙ୍ଗଲ ନିକଟରୁ ଗୁରୁବାର ଅପରାହ୍ନରେ ଏକ ମାଇକ୍ରୋଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ବଇଣ୍ଡାଠାରେ ସ୍ପନ୍ଦନା ମାଇକ୍ରୋଫାଇନାନ୍ସର କଲେକ୍ସନ କ୍ରେଡ଼ିଟ୍‌ ଆସିଷ୍ଟାଣ୍ଡ ମ୍ୟାନେଜର ବିଶ୍ୱାମିତ୍ର ମେହେର କିଶୋରନଗର ଅଞ୍ଚଳରୁ…

ସଂଘବଦ୍ଧ ଆକ୍ରମଣ ମାମଲା : ୪ ଫେରାର ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୨୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୁଡ଼ୁଙ୍ଗପୁର ଗ୍ରାମର ବଳରାମ ପାତ୍ର, ଭଗବାନ ପାତ୍ର, ଶଙ୍କର ପାତ୍ର ଓ କୃଷ୍ଣ ପାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରକାଶଥାଉ କି, ଚୁଡୁଙ୍ଗପୁର ଗ୍ରାମରେ…

୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆର ଜିତେନ୍ଦ୍ର ଦିଗାଲ, ବନ୍ଧୁ ପ୍ରଧାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?