ଅପରାଧ

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ବୋମାମାଡ଼ରୁ ସରପଞ୍ଚ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଅଭିଯୁକ୍ତ ନିଜେ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ…

ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି। ଏହା ସହ ଦୁଇଟି ବନ୍ଧୁକ, ଅର୍ଦ୍ଧନିର୍ମିତ ବନ୍ଧୁକ ଏବଂ ବନ୍ଧୁକ ତିଆରି ପାଇଁ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ…

ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ

କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ ମୂଷାମରା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଦୀପା ଭୂୟଁା (୧୭)…

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ ମହିଳାଙ୍କୁ ଗିରଫ କରିଛି। ସେ ହେଲେ ସେହି ବସ୍ତିରେ ରହୁଥିବା କୁନି ସେଠୀ।…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ଜଣାପଡ଼ିବ

ଅତାବିରା,୧୪ା୬(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ତଲିଟାମ୍ପରସରା ଗ୍ରାମର ଜଣେ ଯୁବକଙ୍କ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ହେଲା ବଳରାମ ସେଟ୍‌(୧୮)। ସେ ଗୁରୁବାର ସନ୍ଧ୍ୟାରେ ତଲିଟାମ୍ପରସରା ଗ୍ରାମର ରାଜୀବ ବିଶ୍ୱାଳଙ୍କ ଦୁଗ୍ଧ ନେଇ ଲରମ୍ଭା…

ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ

ଦିଗପହଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ପି.ଜାଗିଲି ତାଙ୍କ ଗ୍ରାମର…

ଗ୍ରାମସଭାରେ ପୋଖରୀ ମାଛ ଧରା ଚାନ୍ଦାକୁ ନେଇ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତର ଗୋହିରାପଶି ଗ୍ରାମରେ ମଙ୍ଗଳବାର ରାତି ୯ଟା ସମୟରେ ଗ୍ରାମସଭା ଚାଲିଥିବା ବେଳେ ଅଘଟଣ ଘଟିଛି। ପୋଖରୀ ମାଛଧରାକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ପରେ ମାରପିଟ୍‌ ଲାଗିବା ଯୋଗୁ ଜଣଙ୍କର ମୃତ୍ୟୁ…

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା ଜାତୀୟ…

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର…

ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା…

ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍‌ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?