ମ୍ୟୁଟେସନ କରାଇ ଦେବାକୁ ଲାଞ୍ଚ ନେଉଥିଲେ ଆର୍ଆଇ, ମାଡ଼ିବସିଲା ଭିଜିଲାନ୍ସ
କଟକ,୨୨ା୧(କାର୍ତ୍ତିକ ସାହୁ): କଟକ ସଦର ତହସିଲ ଅନ୍ତର୍ଗତ କଖଡ଼ି ସର୍କଲ ଆର୍ଆଇ ଜାନକୀ ରଞ୍ଜନ ମଲ୍ଲିକ ମ୍ୟୁଟେସନ ମାମଲାରେ ଗୁରୁବାର ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଜମି ମାଲିକ ଏଥିପାଇଁ ଅନଲାଇନରେ ଆବେଦନ…
ବନ୍ଧୁକ ଧରି କାର୍ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ
ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ…
ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…
ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍ ସିରପ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଭଟଲି…
ବିବାହିତା ପ୍ରେମିକାଙ୍କୁ ଭେଟିବା ହେଲା ମହଙ୍ଗା, ପ୍ରେମିକକୁ ବନ୍ଧକ ରଖି ମାଡ଼ ମାରିବା ପରେ ପରିସ୍ରା…
ଜୟପୁର,୧୯।୧: ରାଜସ୍ଥାନର ଝାଲାୱାରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିବାହିତ ପ୍ରେମିକାଙ୍କୁ ଭେଟିବାକୁ ଆସିବା ପ୍ରେମିକଙ୍କୁ ମହଙ୍ଗା ପଡିଛି । ପୀଡିତଙ୍କ ପରିବାର ଅଭିଯୋଗ କରିଛନ୍ତି ଯେ, ପ୍ରେମିକାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ମାଡ଼ ମାରିଥିଲେ ଏବଂ…
କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍ ଚାମ୍ବର ଦେଖି…
ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ…
ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…
ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ ତଳେ ବ୍ରହ୍ମପୁରରୁ ଗିରଫ ହୋଇଥିବା ତାଙ୍କ ପ୍ରେମିକା ରଶ୍ମିତା ସ୍ବାଇଁଙ୍କୁ ଚନ୍ଦକା ଥାନା ପୋଲିସ…
ଭୟଙ୍କର ହତ୍ୟାକାଣ୍ଡ; ୨ ସ୍ତ୍ରୀଙ୍କୁ ଛାଡି ତୃତୀୟ ସହ ଲିଭ-ଇନରେ ରହୁଥିଲେ ଅବସରପ୍ରାପ୍ତ ରେଳ କର୍ମଚାରୀ, ପ୍ରେମିକାକୁ କାଟି…
ଲକ୍ଷ୍ନୌ,୧୮ା୧: ଉତ୍ତରପ୍ରଦେଶ ଝାନ୍ସୀର ସିପ୍ରି ବଜାର ପୋଲିସ ଷ୍ଟେସନ ଅନ୍ତର୍ଗତ ବ୍ରହ୍ମନଗରରେ ରହୁଥିବା ଜଣେ ଅବସରପ୍ରାପ୍ତ ରେଳ କର୍ମଚାରୀ ତାଙ୍କ ଲିଭ୍-ଇନ୍ ପାର୍ଟନରଙ୍କୁ ହତ୍ୟା କରି ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟି ଦେଇଥିଲେ। ସେ ଖଣ୍ଡଗୁଡ଼ିକୁ ପୋଡ଼ି ଦେଇଥିଲେ…
ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍ ଦେଖି…
ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।…
ନଦୀରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ: ପ୍ରଥମେ ପାଦ ପରେ ମିଳିଲା…
ବଲାଙ୍ଗୀର/ପାଟଣାଗଡ଼,୧୮।୧(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ନଦୀ…
ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…
ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା ଓ ଅଶାନ୍ତି ଭଳି ପରିସ୍ଥିତି ବୃଦ୍ଧିକୁ ନେଇ ପୋଲିସ ର ଚିନ୍ତା ବଢିଛି ।…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଥାନା ନିକଟ ଦୋକାନର ଟିଣଛପର କାଟି ଲୁଟି ନେଲେ ସୁନା ରୂପା
ପୁରୁଷୋତ୍ତୋମପୁର,୧୭।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବଡବଜାରରୁ ଶୁକ୍ରବାର ରାତ୍ରରେ ଲୁଟେରାମାନେ ଏକ ଦୋକାନର ଟିଣ ଛପରକାଟି ଭିତରେ ପଶି ସୁନା,ରୁପାଅଳଙ୍କାର ଲୁଟିନେଇଛନ୍ତି। ଏହି ଦୋକାନଟି ଥାନାଠାରୁ ମାତ୍ର ଶହେମିଟରରୁ କମ ଦୂରତା ମଧ୍ୟରେ ରହିଥିଲେ ମଧ୍ୟ ଲୁଟେରାମାନେ ପୋଲିସକୁ ଖାତିର…
ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ…
ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…
Archives


