ଅପରାଧ

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ ଗାଡ଼ି…

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ…

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଶୁକ୍ରବାର ସାହୁଙ୍କ ବେତନଟୀ ସ୍ଥିତ ବାସଭବନ ଓ…

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା ପରେ…

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ…

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍‌ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…

ଗାଡ଼ି ଡ୍ରାଇଭରଙ୍କୁ ଅପହରଣ ଅଭିଯୋଗ: ୩ ଗିରଫ, ୪ ଫେରାର, ବୋଲେରୋ ଜବତ

ବଇଣ୍ଡା,୬।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଗା଼ଡ଼ି ଡ୍ରାଇଭର ଅଜୟ ବେହେରାଙ୍କୁ ମଙ୍ଗଳବାର ରାତିରେ ଅପରହଣ କରାଯାଇଥିବା ନେଇ ସ୍ତ୍ରୀ ଅନିତା ବେହେରା ବୁଧବାର ହଣ୍ଡପା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୯୫/୧୯ରେ ଏକ…

ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର…

ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା

କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍‌ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି। ସାହି ଗଣ୍ଡଗୋଳକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?