ଅପରାଧ

ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ…

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଗତ କିଛିମାସ ତଳେ ତାଙ୍କୁ ବଳାତ୍କାର କରିଥିବା ମଙ୍ଗଳବାର ସନ୍ଧ୍ୟାରେ ଥାନାରେ ଛାତ୍ରୀଙ୍କ…

ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ

ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ବାକଲ ହଟିଂ ଅଞ୍ଚଳର ସଞ୍ଜୟ ମହାନ୍ତ।…

ପାରିବାରିକ କଳହ: ସାନଭାଇ କଟୁରି ଚୋଟରେ ବଡ଼ଭାଇ ମୃତ

ନୟାଗଡ଼ ଅଫିସ,୫।୬: ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇ କଟୁରି ଚୋଟରେ ବଡ଼ଭାଇର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛିି ନୟାଗଡ଼ ଜିଲା ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗ୍ରାମରେ। ମୃତକ ବଡ଼ଭାଇ ଜଣଙ୍କ ହେଲେ କୁବେର ସାହୁ। ପ୍ରକାଶ ଯେ,…

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ ଚଢ଼ାଉ କରାଯାଇ ୧୦ ଗାଡ଼ିକୁ ଜବତ କରାଯାଇଛି। ମଙ୍ଗଳବାର ହିଞ୍ଜିଳିକାଟୁ ତହସିଲଦାର ଗୋପୀନାଥ…

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ ପୋଲିସ ସଫଳ ହୋଇପାରୁନାହିଁ। ସୋମବାର ରାତିରେ ଆର୍‌ଏମ୍‌ସି ପରିସରରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ…

ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି। ବନବିଭାଗ…

ଟ୍ରେନ୍‌ରେ ଡକାୟତି ଯୋଜନା: ଗ୍ୟାଙ୍ଗର ୬ ଗିରଫ

ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ ୬ ଜଣଙ୍କୁ କାବୁ କରିଛି। ସେମାନଙ୍କ ମଧ୍ୟରେ ୫ ଜଣ ବିହାର ଅଞ୍ଚଳର…

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ ବିକ୍ରମ…

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ ୧୦…

ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍‌ ଡିଏସ୍‌ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ

ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ କୋଟିଏ ଟଙ୍କା ଠକେଇ ହୋଇଛି। ଏନେଇ ଶତାଧିକ ଯୁବକ ବ୍ରହ୍ମପୁର ଏସ୍‌ପି ପିନାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?