ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଭବାନୀପାଟଣା,୩୦ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର…
୫ ନାବାଳକଙ୍କୁ ଧରିଲା ବଡ଼ ବଜାର ପୋଲିସ: ୩ ମୋବାଇଲ ଜବତ
ବ୍ରହ୍ମପୁର ଅଫିସ,୨୯।୫- ଚୋରି ଅଭିଯୋଗରେ ବଡବଜାର ପୋଲିସ ବୁଧବାର ୫ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଧରିଛି। ସେମାନଙ୍କ ନିକଟରୁ ୩ ମୋବାଇଲ, ୨ ବ୍ଲୁ ଟୁଥ୍ ଓ ୫ ଇଅର ଫୋନ୍ ଜବତ କରାଯାଇଛି । ମାମଲା ନଂ(୮୭/୧୯) ଅନୁଯାୟୀ…
ଭୁବନରେ ନକଲି ମଦ ତିଆରି କାରଖାନା ଠାବ: ବିପୁଳ ପରିମାଣର ସାମଗ୍ରୀ ଜବତ, ୪ ଅଭିଯୁକ୍ତ ଗିରଫ
ଭୁବନ, ୨୯।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ କରାଯାଇ ଭୁବନ ଏନ୍ଏସିର ୩ ନଂ ଓାର୍ଡରୁ ବିପୁଳ ପରିମାଣର ନକଲି ମଦ, ସାମଗ୍ରୀ ଜବତ…
ବଡନଦୀ ହିଡରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଆସିକା,୨୮।୫(ଡି.ଏନ୍.ଏ.)- ଆସିକା ସହର ଉପକଣ୍ଠ ମୁକୁନ୍ଦପୁର-ଆଲିପୁର ବଡନଦୀ ହିଡ ରାସ୍ତା କଡରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପୋଲସରା ନିକଟସ୍ଥ ରାଣୀପଡା ଗ୍ରାମର ସଞ୍ଜୟ ବେହେରା (୪୫)। ସେ ପରିବାର ସହ ୧୦ବର୍ଷ ହେଲା…
ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ଲୁଟ୍
ଭଦ୍ରକ ଅଫିସ, ୨୮ା୫- ଭଦ୍ରକ ଟାଉନ ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାର୍ଦୁଭାବ ଦିନକୁ ଦିନ ବଢିବାରେ ଲାଗିଛି। କେତେବେଳେ ବାଇକ୍ ଲୁଟ୍ ତ ଆଉ କେତେବେଳେ ଘରେ ପଶି ସୁନା ଅଳଙ୍କାର ଲୁଟଇ ନେବା ଭଳି ଘଟଣା ଘଟୁଛି। ସୋମବାର ବାଁଶଡା…
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ
ଗୋପ, ୨୭।୫(ଡି.ଏନ୍.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍ପି ଅକ୍ଷୟ କୁମାର ମିଶ୍ରଙ୍କ ସହ ଏକ…
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଭବାନୀପାଟଣା,୨୭ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟର ନେହେଲା ଗ୍ରାମରେ ଭବାନୀପାଟଣା ସହର ପୁରୁଣାପଡ଼ାର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନି ଦିନ ପରେ ଠାବ କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ…
ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ
ବ୍ରହ୍ମଗିରି,୨୬ା୫(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର ପୋଲିସ…
କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ
ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫ ହଜାର…
ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ
ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ…
ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ
ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ ଯୁବକଙ୍କୁ…
ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ
ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ…

